Odisha Elections 2024
Posted inଖେଳ

ଫିଫା ବିଶ୍ୱକପ: ସୋମବାର ୩ ମ୍ୟାଚ୍‌…

ଦୋହା,୨୧।୧୧ : ସୋମବାର ଫିଫା ଫୁଟବଲ ବିଶ୍ୱକପରେ ତିନୋଟି ମ୍ୟାଚ ଖେଳାଯିବ। ଗ୍ରୁପ ବିରେ ଇଂଲଣ୍ଡ ଦଳ ସନ୍ଦ୍ୟା ଋଟା ୩୦ରେ ଇରାନ ବିପକ୍ଷରେ ଖେଳିବ। ଅନ୍ୟପକ୍ଷରେ ନେଦରଲାଣ୍ଡ୍ସ ଗ୍ରୁପ-ଏରେ ଆଫ୍ରିକୀୟ କପ ଚାମ୍ପିୟନ ସେନେଗାଲ ସହିତ ମୁହାଁମୁହିଁ ହେବ। ଏହି ମ୍ୟାଚ ରାତି ସାଢ଼େ ୯ଟା ରେ ଆରମ୍ଭ ହେବ। ତୃତୀୟ ତଥା ଶେଷ ମ୍ୟାଚ ରାତ୍ର ସାଢ଼େ ୧୨ରେ ଗ୍ରୁପ-ବିରେ ଆମେରିକା ଏବଂ ୱେଲ୍ସ ମଧ୍ୟରେ ଖେଳାଯିବ ।
ସୋମବାର ଫିଫା ବିଶ୍ୱକପରେ ନିଜ ଗ୍ରୁପ ବି ମ୍ୟାଚରେ ଇରାନ ସହ ମୁହାଁମୁହିଁ ହେବା ବେଳେ ଇଂଲଣ୍ଡ ଇରାନକୁ ହାଲୁକା ଭାବେ ଗ୍ରହଣ କରିବ ନାହିଁ।

ଏହି ମ୍ୟାଚ ଜିତିବା ପାଇଁ ଇଂଲଣ୍ଡ ଉଦ୍ୟମ କରିବ ବୋଲି ବିବେଚନା କରାଯାଉଛି। କୋଚ ଗାରେଥ ସାଉଥଗେଟଙ୍କ ଦଳ ଏହି ମ୍ୟାଚକୁ ଏକ ବୃହତ ବ୍ୟବଧାନରେ ଜିତିବାକୁ ଚାହିଁବ, କିନ୍ତୁ ଇରାନରେ ସେମାନଙ୍କର କୋଚ କାର୍ଲୋସ କ୍ୱିରୋଜ ଅଛନ୍ତି, ଯିଏକି ସାର୍‌ ଆଲେକ୍ସ ଫର୍ଗୁସନଙ୍କ ସହକାରୀ ପ୍ରଶିକ୍ଷକ ଥିଲେ। କ୍ୱିରୋଜ ତାଙ୍କ ଦଳକୁ ଏ ପର୍ଯ୍ୟନ୍ତ ନେଇଛନ୍ତି ଏବଂ ବଡ଼ ଦଳ ଭାବେ ଏକ ପଦଚିହ୍ନ ଛାଡିବାକୁ ଚାହିଁବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହରଭଜନଙ୍କ ଭବିଷ୍ୟବାଣୀ: ଏହି ଦୁଇ ଟିମ ମଧ୍ୟରେ ଖେଳାଯିବ IPL 2024 ଫାଇନାଲ ମ୍ୟାଚ

ନୂଆଦିଲ୍ଲୀ,୧୯।୫: ପୂର୍ବତନ ଭାରତୀୟ ଅଫ ସ୍ପିନର ହରଭଜନ ସିଂ ଆଇପିଏଲ ୨୦୨୪ର ଫାଇନାଲିଷ୍ଟ ଦଳ ଚୟନ କରିଛନ୍ତି। ହରଭଜନ ସିଂ ବିଶ୍ୱାସ କରନ୍ତି ଯେ ଆଇପିଏଲ...

ସିଏସ୍‌କେ ହାରିବା ପରେ ଭୋ ଭୋ ହୋଇ କାନ୍ଦିଲେ ରାୟୁଡୁ, ପରଦିନ ଆର୍‌ସିବିକୁ କହିଲେ ବଡ଼ କଥା; VIDEO

ବାଙ୍ଗାଲୁରୁ,୧୯।୫: ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଶନିବାର ଗୁରୁତ୍ୱପୂର୍ଣ୍ଣ ମୁକାବିଲା ଖେଳାଯାଇଥିଲା। କୋହଲିଙ୍କ ଟିମ୍‌ ଧୋନୀଙ୍କ ଦଳକୁ ୨୭ ରନ୍‌ରେ...

CSKର ପରାଜୟକୁ ହଜମ କରିପାରିଲେନି ରାୟୁଡୁ, ଅଧାରୁ ଛାଡିଲେ ମାଇକ…

ନୂଆଦିଲ୍ଲୀ,୧୯।୫: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ଇତିହାସରେ ସବୁଠାରୁ ସଫଳ ଦଳ। ଏହି ଦଳ ପାଞ୍ଚ ଥର ଟାଇଟଲ ଜିତିଛି ଏବଂ ପ୍ଲେ ଅଫରେ ସର୍ବାଧିକ...

IPLରେ ମଧ୍ୟ ଆରକ୍ଷଣ ବ୍ୟବସ୍ଥା ହେଉ, କେବଳ ନାଁ ରଖିଦେବା ଦୁର୍ଭାଗ୍ୟର କଥା: କଂଗ୍ରେସ ନେତା କଲେ ଏଭଳି ଦାବି 

ନୂଆଦିଲ୍ଲୀ,୧୯।୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୬ତମ ସିଜନ୍‌ ଏବେ ଅନ୍ତିମ ସୋପାନରେ ପହଞ୍ଚିଛି। କେଉଁ କେଉଁ ଟିମ୍‌ ପ୍ଲେ ଅଫ୍‌ ଖେଳିବ ତାହା ସ୍ପଷ୍ଟ ହୋଇଛି।...

”କହିଲା ପରେ ବି ଶୁଣିଲେନି”, ଷ୍ଟାର ସ୍ପୋର୍ଟସ ଉପରେ ବର୍ଷିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୯।୫: ନିକଟରେ ଏକ ଆଇପିଏଲ ମ୍ୟାଚ୍ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଖେଳାଳି ଧାୱଲ କୁଲକର୍ଣ୍ଣି ଏବଂ ଅନ୍ୟମାନଙ୍କ ସହ ତାଙ୍କ କଥା ହେବାର ଅଡିଓ...

ହାରିବା ପରେ ଡ୍ରେସିଂ ରୁମ୍‌ରେ ଏକା ବସିଲେ ଧୋନୀ, କାହା ସହ ମିଳାଇଲେନି ହାତ,ଭାଇରାଲ ହେଉଛି ଭିଡିଓ…

ବେଙ୍ଗାଲୁରୁ,୧୯ା୫: ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ପ୍ଲେ ଅଫ୍‌ରେ ପ୍ରବେଶ କରିଛି। କ୍ରମାଗତ ୬ଟି ମ୍ୟାଚ ଜିତି ବିରାଟ କୋହଲିଙ୍କ...

ବେଙ୍ଗାଲୁରୁକୁ ଜିତାଇଲା ଧୋନୀଙ୍କ ଛକା, ଦୀନେଶ କାର୍ତ୍ତିକ କଲେ ବଡ଼ ଖୁଲାସା

ବେଙ୍ଗାଲୁରୁ,୧୯।୫: ଶନିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ବିଜୟ ହାସଲ କରି...

ପ୍ଲେ ଅଫ୍‌ରେ ଆରସିବି

ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍‌ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ରୟାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri