Posted inଖେଳ

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ ମ୍ୟାଚ୍‌ ପୂର୍ବରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଶ୍ୱର ନାମିଦାମି ମନୋରଞ୍ଜନକାରୀ ଓ ମ୍ୟୁଜିକ୍‌ ଆଇକନ୍‌ଙ୍କର ସମାଗମ ଦେଖିବାକୁ ମିଳିବ। ସେମାନଙ୍କ ମଧ୍ୟରେ ଲୌରା ପାଉସିନି ନିକୋଲ୍‌ ଶେରଜିଙ୍ଗର, ରୋବି ଓ୍ବିଲିୟମ୍ସ ଓ ଆଇଶୋସ୍ପିଡ୍‌ ରହିଛନ୍ତି।

କାର୍ଯ୍ୟକ୍ରମରେ ଆମେରିକୀୟ ଅଭିନେତା ତଥା ଫିଲ୍ମ ନିର୍ମାତା ଟମ୍‌ କ୍ରୁଇଜ୍‌ଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଏମି, ଗ୍ରାମି, ଓସ୍କାର ଓ ଟୋନି (ଇଗଟ୍‌)ପୁରସ୍କାର ବିଜେତା ଜେନିଫର ହଡସନଙ୍କ ସ୍ବତନ୍ତ୍ର ଭାବେ ଯୁକ୍ତରାଷ୍ଟ୍ର ଆମେରିକାର ଜାତୀୟ ସଙ୍ଗୀତ ଗାନ କରିବେ।

‘କାନାଡା, ମେକ୍ସିକୋ ଓ ଆମେରିକାରେ ଯେଉଁଭଳି ଉଦ୍‌ଘାଟନୀ ଉତ୍ସବ ସହ ବିଶ୍ବକପ୍‌କୁ ସ୍ବାଗତ କରାଯାଇଥିଲା, ସେହିଭଳି ସଂଗୀତ, ପରମ୍ପରା ଓ ଫୁଟ୍‌ବଲ ସହିତ ଟୁର୍ନାମେଣ୍ଟକୁ ବିଦାୟ ଦିଆଯିବ ବୋଲି ଫିଫା ବିଶ୍ୱକପ୍‌ର ମୁଖ୍ୟ ଅପରେଟିଂ ଅଧିକାରୀ ହେଇମୋ ସ୍କିର୍ଗ କହିଛନ୍ତି। ମ୍ୟାଚ୍‌ ଆରମ୍ଭର ୯୦ ମିନିଟ୍‌ ପୂର୍ବରୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିଲାଗି ଷ୍ଟାଡିୟମର ଗେଟ୍‌ ମ୍ୟାଚ୍‌ର ୪ ଘଣ୍ଟା ପୂର୍ବରୁ ଖୋଲାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri