Posted inଖେଳ

କଳିଙ୍ଗରେ ଫୁଟବଲ କ୍ରେଜ୍, ଟିକେଟ ପାଇଁ ଲମ୍ବା ଲାଇନ୍ ଲଗାଇଲେ କ୍ରୀଡ଼ାପ୍ରେମୀ

ଭୁବନେଶ୍ୱର,୧୮।୧୧: ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ମଙ୍ଗଳବାର ଦିନ ଭାରତ ଓ କତାର ମଧ୍ୟରେ ଫିଫା ବିଶ୍ୱକପ୍‌‌- ଏସୀୟ ଫୁଟବଲ ମହାସଂଘ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌‌ ଅନୁଷ୍ଠିତ ହେବ। ଏହି ଖେଳ ଉପଭୋଗ କରିବା ପାଇଁ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ପରିଲକ୍ଷିତ ହୋଇଛି।

ଭାରତୀୟ ଫୁଟବଲ ଦଳ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ସରକାରଙ୍କର ଅଧିକାରୀ ମାନଙ୍କ ପକ୍ଷରୁ ବିମାନ ବନ୍ଦରରେ ସେମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବିଶ୍ୱ ଫୁଟବଲ ମାନ୍ୟତାରେ ଭାରତ ୧୦୨ ସ୍ଥାନରେ ଥିବାବେଳେ କତାର ୬୧ ନମ୍ବର ସ୍ଥାନରେ ରହିଛି।

ତେବେ ୨୦୨୬ ଫୁଟବଲ ବିଶ୍ୱକପ ପାଇଁ ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡର ଯୋଗ୍ୟତା ପର୍ଯ୍ୟାୟରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ପ୍ରଥମ ମ୍ୟାଚରେ ଭାରତ ଘରୋଇ ଟିମ୍ କୁଏଟକୁ ୦-୧ ଗୋଲରେ କରିଥିଲା। ଭାରତ ପକ୍ଷରୁ ମନଭିର ସିଂହ ୭୫ ମିନିଟରେ ବିଜୟ ସୂଚକ ଗୋଲଟି ସ୍କୋର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri