Posted inଖେଳ

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ ଫ୍ରାନ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷରେ ଫ୍ରାନ୍ସ ତୃତୀୟ ଥର ସେମିଫାଇନାଲରୁ ବିଦାୟ ନେଇଛି। ୧୯୯୮ ଓ ୨୦୧୮ ସଂସ୍କରଣର ଚାମ୍ପିୟନ ଫ୍ରାନ୍ସ ୧୯୮୨ ଓ ୧୯୮୬ ସଂସ୍କରଣରେ ସେମିଫାଇନାଲରେ ପରାଜିତ ହୋଇଥିଲା। ଆସନ୍ତା ରବିବାର ହେବାକୁ ଥିବା ଫାଇନାଲରେ ସ୍ପେନ କାହାକୁ ଭେଟିବ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।
ଫିଫା ମୁଖ୍ୟ ଜିଆନି ଇନ୍‌ଫାଣ୍ଟିନୋଙ୍କ ସମେତ ୭୦,୧୭୬ ଦର୍ଶକଙ୍କ ଉପସ୍ଥିତିରେ ଡାଲାସ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ର ୨୧ତମ ମିନିଟ୍‌ରେ ବକ୍ସ ମଧ୍ୟରେ ସ୍ପେନର ଲାମିନେ ୟାମାଲଙ୍କୁ ଫ୍ରାନ୍ସର ଲୁକାସ ଡିଗନେ ଫାଉଲ ମାରିଥିଲେ। ଏଥିଯୋଗୁ ପେନାଲ୍ଟି ଜରିଆରେ ସ୍ପେନକୁ ମିଳିଥିବା ସୁବର୍ଣ୍ଣ ସୁଯୋଗକୁ ମିକେଲ ଓୟାରଜାବାଲ ଗୋଲରେ କନଭର୍ଟ କରିଥିଲେ। ଚଳିତ ବିଶ୍ୱକପ୍‌ରେ ଏହା ତାଙ୍କର ପଞ୍ଚମ ଗୋଲ ଥିଲା। ୩୮ତମ ମିନିଟ୍‌ରେ ସ୍ପେନର ଫାବିଆନ ରୁଇଜଙ୍କୁ ଏକ ଭଲ ସୁଯୋଗ ମିଳିଥିଲେ ସୁଦ୍ଧା ଫାଇଦା ଉଠାଇ ପାରି ନ ଥିଲେ। ଏଥିଯୋଗୁ ସ୍ପେନ ପ୍ରଥମାର୍ଦ୍ଧ ସୁଦ୍ଧା ୧-୦ ଗୋଲରେ ଆଗରେ ରହିଥିଲା। ଦ୍ୱିତୀୟାର୍ଦ୍ଧର ୫୮ତମ ମିନିଟ୍‌ରେ ପେଡ୍ରୋ ପୋରୋ ବକ୍ସ ପାଖରେ ଥିବା ଡାନି ଓଲମୋଙ୍କୁ ପାସ ଦେଇ ବକ୍ସ ମଧ୍ୟକୁ ଦୌଡ଼ି ଯାଇଥିଲେ। ପରେ ଓଲମୋଙ୍କଠାରୁ ବଲ ନେଇ ପୋରୋ ଗୋଲ ସ୍କୋର କରିଥିଲେ। ୬୧ତମ ମିନିଟ୍‌ରେ ୟାମାଲ ଏକ ଗୋଲ କରିଥିଲେ, ହେଲେ ତାହାକୁ ରେଫରି ଅଫ୍‌ ସାଇଡ୍‌ ଦର୍ଶାଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri