ଚଳିତ ବର୍ଷ ନିଲାମ ହେବ ୧୫ ଖଣି

ଭୁବନେଶ୍ୱର,୯ା୭(ବ୍ୟୁରୋ)-ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ର ତୁନମୁରା ଲାଇମ୍‌ ଷ୍ଟୋନ୍‌ ଓ ଡୋଲାମାଇଟ ଖଣି ଏବଂ ଭାଞ୍ଜିକୁସୁମ ମାଙ୍ଗାନିଜ୍‌ ବ୍ଲକ, କେନ୍ଦୁଝରର ଲାଉପଡ଼ା ଲୁହାପଥର ଖଣି ଓ ନୂଆଗାଁ ଓ୍ବେଷ୍ଟ ଲୁହାପଥର, ସୁନ୍ଦରଗଡ଼ର ଆଲାଘାଟ ଓ୍ବେଷ୍ଟ ଲୁହାପଥର ଖଣି, କେନ୍ଦୁଝର ଓ ସୁନ୍ଦରଗଡ଼ର ଗାନ୍ଧଲପଡା ଓ୍ବେଷ୍ଟ ଲୁହାପଥର, ମୟୂରଭଞ୍ଜର ଦୁଧିସାଶୋଇ ଇଷ୍ଟ କପର ବ୍ଲକ, କୋରାପୁଟର ବାଲାଡ ବକ୍ସାଇଟ ବ୍ଲକ, କୋରାପୁଟର କୁଟିଙ୍ଗା ମାଙ୍ଗାନିଜ ବ୍ଲକ, ରାୟଗଡ଼ାର ନୁନାପାଇମାଳି ବକ୍ସାଇଟ, କେନ୍ଦୁଝରର କେନ୍ଦୁଡିହି ନର୍ଥ ଲୁହାପଥର, ରାୟଗଡ଼ା ଓ କଳାହାଣ୍ଡିର ସିଜିମାଳି ବକ୍ସାଇଟ ଓ କୁତ୍ରୁମାଳି ବକ୍ସାଇଟ ଏବଂ କେନ୍ଦୁଝର ଜିଲାର ରଏଡା-୧ ବକ୍ସାଇଟ ଖଣି। ଏହାଛଡ଼ା ଆଉ ୪ଟି ଖଣିର ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଛି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ ଜିଲାରେ ଥିବା କୋଏରା କୋଡାଡିହି ଲୁହାପଥର, ଓରାହୁରି ମାଙ୍ଗାନିଜ୍‌ ଓ ଲୁହାପଥର, କୁସୁମଡିହି ମାଙ୍ଗାନିଜ୍‌ ଏବଂ କେଦେସାଲା ଲୁହାପଥର ନର୍ଥ-ଇଷ୍ଟ ବ୍ଲକ।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri