ଗଞ୍ଜାମରେ ଅଘଟଣ: ଦେଶୀ ମଦ ପିଇ ୧୫ ଅସୁସ୍ଥ

ବ୍ରହ୍ମପୁର,୨୦।୮: ଗଞ୍ଜାମ ଜିଲା ଚିକିଟି କରବାଲୁଆ ଏବଂ ଜେନା ସାହି ଅଞ୍ଚଳରେ ଏକ ଅଘଟଣ ଘଟିଛି। ଦେଶୀ ମଦ ପିଇ ୧୫ରୁ ଅଧିକ ଲୋକ ଅସୁସ୍ଥ ହୋଇପଡିଛନ୍ତି। ସମସ୍ତଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ୨ଜଣ କାଜୁଆଲଟିରେ ଭର୍ତ୍ତି ହୋଇଥିବା ବେଳେ ୧୧ଜଣ ମେଡିଶିନ ଓ୍ବାର୍ଡରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଚନ୍ତି।

ଅନ୍ୟପକ୍ଷେ ମଦ ଅପମିଶ୍ରିତ ଥିଲା ନା ଅନ୍ୟ କୌଣସି କାରଣରୁ ଲୋକେ ଅସୁସ୍ଥ ହୋଇଛନ୍ତି ତାହା ସ୍ପଷ୍ଟ ଜଣାପଡି ନାହିଁ। ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି। ସୂଚନା, ଯୋଗ୍ୟ ଅଞ୍ଚଳରେ ବେଆଇନ ମଦ କାରବାର ଚାଳିଥିବା ଅଭିଯୋଗ ହୋଇଛି। ଏନେଇ ମଦରେ କୌଣସି ବଷାକ୍ତ ଦ୍ରବ୍ୟ ମିଶିଥାଇପାରେ ବୋଲି ସ୍ଥାନୀୟ ସନ୍ଦେହ ପ୍ରକଟ କରିଛନ୍ତି। କେଉଁ ପରିସ୍ଥତିରେ ଏହି ଘଟଣା ଘଟିଛି ଏହାର ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri