Posted inଖେଳ

ପଞ୍ଚମ ମ୍ୟାଚ: ଆରସିବି ବନାମ ଏମଆଇ…

ବେଙ୍ଗାଲୁରୁ,୨।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ପଞ୍ଚମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ବେଙ୍ଗାଲୁରୁର ଏମ.ଚେନାସ୍ବାମୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା ୩୦ରେ ଖେଳାଯିବ।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳରେ ଫାଫ ଡୁ ପ୍ଲେସିସ (ଅଧିନାୟକ), ଦୀନେଶ କାର୍ତ୍ତିକ (ଓ୍ବିକେଟ କିପର), ବିରାଟ କୋହଲି, ସୁୟାଶ ପ୍ରଭାସସେ, ଅନୁଜ ରାୱତ, ମନୋଜ ଭଣ୍ଡେଜ, ଗ୍ଲେନ ମ୍ୟାକ୍ସୱେଲ, ମହିପାଲ ଲୋମୋର, ମାଇକେଲ ବ୍ରେସୱେଲ, ଶାହାବାଜ ଅହମ୍ମଦ, ଡେଭିଡ ୱିଲି, ହର୍ଷଲ ପଟେଲ, ସିଦ୍ଧାର୍ଥ କୌଲ, କରନ ଶର୍ମା, ରେସ ଟୋପଲି, ମହମ୍ମଦ ସିରାଜ, ସୋନୁ ଯାଦବ, ଆକାଶ ଦୀପ, ରାଜନ କୁମାର, ଅବିନାଶ ସିଂ, ଫିନ ଆଲେନ, ହିମାଂଶୁ ଶର୍ମା ପ୍ରମୁଖ ରହିଛନ୍ତି।

ସେହିପରି ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ରୋହିତ ଶର୍ମା (ଅଧିନାୟକ), ଇଶାନ କିଶନ (ଓ୍ବିକେଟ କିପର), ଡିୱାଲ୍ଡ ବ୍ରେଭିସ, ରମଣଦୀପ ସିଂ, ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ, ତ୍ରିଷ୍ଟାନ ଷ୍ଟବ୍ସ, ଟିମ ଡେଭିଡ, କ୍ୟାମେରନ ଗ୍ରୀନ, ଶ୍ୟାମ ମୁଲାନି, ପୀୟୁଷ ଚାୱଲା, କୁମାର କାର୍ତ୍ତିକେୟ, ହ୍ରିତିକ ଶୋକେନ, ଅର୍ଜୁନ ତେନ୍ଦୁଲକର, , ଅର୍ଶଦ ଖାନ, ଜେସନ ବେହେରେଣ୍ଡର୍ଫ, ସନ୍ଦୀପ ୱାରିଅର୍‌, ଆକାଶ ମାଧୱାଲ, ଡୁଆନ ଜାନସେନ, ବିଷ୍ଣୁ ବିନୋଦ, ନେହଲ ୱାଡେରା, ରାଘବ ଗୋଏଲ ପ୍ରମୁଖ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri