Posted inଜାତୀୟ

ଆଜୀବନ କାରାଦଣ୍ଡ ଭୋଗୁଥିବା ୫୫ ମହିଳା କଏଦୀ ହେବେ ମୁକ୍ତ

ବିଜୟଓ୍ବାଡା,୭।୧୧: ଆନ୍ଧ୍ରପ୍ରଦେଶ ସରକାର ଆଜୀବନ କାରାଦଣ୍ଡ ଭୋଗୁଥିବା ୫୫ ମହିଳା କଏଦୀଙ୍କୁ ମୁକ୍ତ କରିବା ଲାଗି ଯୋଜନା କରିଛନ୍ତି। ରାଜ୍ୟର ବିଭିନ୍ନ ଜେଲ୍‌ରେ ଏହି ମହିଳା କଏଦୀଙ୍କୁ ଚଳିତ ସପ୍ତାହରେ ମୁକ୍ତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ମେକାଥୋଟି ସୁଚରିଥା ସୂଚନା ଦେଇଛନ୍ତି। ୫ ବର୍ଷ ଜେଲ ଦଣ୍ଡ ଭୋଗୀ ସାରିଥିବା ଏହି କଏଦୀମାନଙ୍କୁ ସେମାନଙ୍କ ଆଚରଣରେ ପରିବର୍ତ୍ତନ ଆଧାରରେ ମୁକ୍ତ କରାଯିବ। ସମ୍ପ୍ରତି ରାଜ୍ୟରେ ୧୪୭ ଜଣ ମହିଳା କଏଦୀ ଆଜୀବନ କାରାଦଣ୍ଡ ଭୋଗୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏନ୍‌ଏସ୍‌ କରଞ୍ଜ ନୌସେନାରେ ସାମିଲ

ମୁମ୍ବାଇ,୧୦।୩: ଭାରତୀୟ ନୌସେନାର ଶକ୍ତି ବୃଦ୍ଧି ପାଇଛି। ବୁଧବାର ନୌସେନାରେ ଆଧୁନିକ ଜ୍ଞାନକୌଶଳରେ ନିର୍ମିତ ସବ୍‌ମେରାଇନ୍‌ ଆଇଏନ୍‌ଏସ୍‌ କରଞ୍ଜକୁ ମୁମ୍ବାଇର ନାଭାଲ ଡକ୍‌ ୟାର୍ଡରେ ଏକ...

ହାରିଲେ ମାଳବିକା

ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନର ଫଳାଫଳ ଧିରେ ଧିରେ ସମ୍ନାକୁ ଆସିବାରେ ଲାଗିଛି । ଏଠାରେ କଂଗ୍ରେସ ଶାସନ ଥିବା ସତ୍ତ୍ୱେ ଏଥର କିନ୍ତୁ...

ବିଦାୟ ଜେନେରାଲ: ଶେଷ ସାଲ୍ୟୁଟ ଦେବେ ଶ୍ରୀଲଙ୍କା, ନେପାଳ, ଭୁଟାନ, ବାଂଲାଦେଶର ସେନା ଅଧିକାରୀ

ନୂଆଦିଲ୍ଲୀ,୧୦ ।୧୨: ରାଜଧାନୀ ଦିଲ୍ଲୀର ୩, ରାଜାଜୀ ମାର୍ଗରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ...

ବିହାର ରାଜନୀତିରେ ଟୁଇଷ୍ଟ: ନୀତିଶ କୁମାରଙ୍କୁ ରାଜ୍ୟ ସଭା ପଠାଇପାରେ ଭାଜପା

ପାଟନା,୩୧।୩: ବିହାରରେ ବଡ଼ ଧରଣର ରାଜନୈତିକ ପରିବର୍ତ୍ତନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟ ସଭା ଯିବାକୁ ଇଛା ପ୍ରକାଶ କରିବା ପରେ ରାଜ୍ୟ...

ରାହୁଲ ସମ୍ଭାଳନ୍ତୁ ଦଳର ମଙ୍ଗ: ରକ୍ତରେ ଚିଠି ଲେଖିଲେ ଏହି କଂଗ୍ରେସ ନେତା

ନୂଆଦିଲ୍ଲୀ,୨୪।୯: କଂଗ୍ରେସରେ ନୂଆ ଅଧ୍ୟକ୍ଷ ଚୟନ ନେଇ ଟଣାଓଟରା ଚାଲିଛି। ସୋମବାର ଆଯୋଜିତ ସିଡବ୍ଲ୍ୟୁସି ବୈଠକରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ନିଜ ପଦରୁ...

ଜନ୍ମାଷ୍ଟମୀର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୮: ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଜନ୍ମାଷ୍ଟମୀର ଶୁଭ ଅବସରରେ ସମସ୍ତ...

ସ୍ବଦେଶୀ ଖେଳନା ନିର୍ମାଣରେ ଭାରତ ହେବ ଆତ୍ମନିର୍ଭର: ମୋଦି

ନୂଆଦିଲ୍ଲୀ,୨୭।୨: ଭାରତ ସମସ୍ତ କ୍ଷେତ୍ରରେ ଆତ୍ମନିର୍ଭର ହେବାର ପଥ ଏବେ ପ୍ରଶସ୍ତ ହୋଇଛି। ଅନ୍ୟାନ୍ୟ ସାମଗ୍ରୀ ସହିତ ଛୋଟ ପିଲାଙ୍କ ଖେଳନା ନିର୍ମାଣ କ୍ଷେତ୍ରରେ ମଧ୍ୟ...

ରାଲିରେ ଯୋଗ ଦେବାକୁ କଂଗ୍ରେସ ରଖିଲା ସର୍ତ୍ତ: ଆଣିବାକୁ ହେବ ୭୨ ଘଣ୍ଟା ପୂର୍ବରୁ କରାଯାଇଥିବା ଆର୍‌ଟିପିସିଆର୍ ଟେଷ୍ଟ ରିପୋର୍ଟ

ଜୟପୁର,୯ ।୧୨: କଂଗ୍ରେସ ନେତା ଜ୍ୟୋତି ଖଣ୍ଡେଲୱାଲ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖି କହିଛନ୍ତି କି ଜୟପୁରରେ ୧୨ ଡିସେମ୍ବରକୁ ହେବାକୁ ଥିବା...

Advertisement
Archives

Model This Week