Posted inଫୁରସତ

ନିମୋନିଆ ବିରୋଧରେ ସଂଗ୍ରାମ

ନିମୋନିଆ ମୁକାବିଲା ପାଇଁ ସଚେତନତା ସୃଷ୍ଟି ଲାଗି ବିଶ୍ୱ ନିମୋନିଆ ଦିବସ ପ୍ରତିବର୍ଷ ୧୨ ନଭେମ୍ବରରେ ପାଳିତ ହୋଇଥାଏ। ଶିଶୁମାନଙ୍କର ସୁରକ୍ଷାକୁ ପ୍ରତିପାଦିତ କରୁଥିବା ୧୦୦ ରୁ ଅଧିକ ସଂଗଠନ ୧୨ ନଭେମ୍ବର ୨୦୦୯ ରେ ପ୍ରଥମ ବିଶ୍ୱ ନିମୋନିଆ ଦିବସ ପାଳନ କରିବା ପାଇଁ ଶିଶୁ ନିମୋନିଆ ବିରୋଧରେ ଗ୍ଲୋବାଲ କୋଅଲିସନ ଭାବରେ ଏକତ୍ରିତ ହୋଇଥିଲେ।
ଦ୍ୱାରା ନିମୋନିଆରୁ ଦୂରେଇ ରହିବା ସମ୍ଭବ ହୋଇଥାଏ। ଏହା ପ୍ରତିବର୍ଷ ପୃଥିବୀରେ ୫ ବର୍ଷରୁ କମ ବୟସ୍କ ୧୫୫ ନିୟୁତ ଶିଶୁଙ୍କୁ ଅସୁସ୍ଥ କରିଥାଏ। ନିମୋନିଆରେ ପ୍ରତିବର୍ଷ ୧.୬ ନିୟୁତଙ୍କର ମୃତ୍ୟୁ ଘଟିଥାଏ। ଏଡସ, ମ୍ୟାଲେରିଆ ଏବଂ ମିଳିମିଳା ତୁଳନାରେ ନିମୋନିଆରେ ଅଧିକଙ୍କ ମୃତ୍ୟୁ ଘଟିଥାଏ। ବିଶ୍ୱ ନିମୋନିଆ ଦିବସ ଏହି ସ୍ବାସ୍ଥ୍ୟ ସଙ୍କଟ ପ୍ରତି ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସାହାଯ୍ୟ କରିବା ଏବଂ ଏହି ରୋଗର ମୁକାବିଲା ପାଇଁ ନୀତି ପ୍ରସ୍ତୁତି ତଥା ତୃଣମୂଳ ସଂଗଠକମାନଙ୍କୁ ଉତ୍ସାହିତ କରିଥାଏ।
ନିମୋନିଆ ବିରୁଦ୍ଧରେ ସୁଲଭ ଚିକିତ୍ସା ଏବଂ ପ୍ରତିରୋଧ ବିକଳ୍ପ ବିଦ୍ୟମାନ ଅଛି। ମାରାତ୍ମକ ନିମୋନିଆର ଦୁଇଟି ସାଧାରଣ ବ୍ୟାକ୍ଟେରିଆ ହେମୋଫିଲସ ଏନଫ୍ଲୁଏଞ୍ଜା ଟାଇପ୍‌-ବି ଏବଂ ଷ୍ଟ୍ରେପଟୋକୋକସ ନିମୋନିଆ ରହିଛି। ନିମୋନିଆ ପ୍ରତିଷେଧକ ପାଇଁ ଅର୍ଥୋମାଇକ୍ସୋଭାଇରିଡା ପ୍ରଭାବଶାଳୀ ଟିକା ପ୍ରଦାନ କରାଯାଇଥାଏ। ନିମୋନିଆର ପ୍ରତିରୋଧ ଏବଂ ନିୟନ୍ତ୍ରଣ ପାଇଁ ଗ୍ଲୋବାଲ ଆକ୍ସନ ପ୍ଲାନ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଏବଂ ୟୁନିସେଫ ଦ୍ୱାରା ବିଶ୍ୱ ନିମୋନିଆ ଦିବସରେ ୨୦୦୯ରେ ଆରମ୍ଭ ହୋଇଥିଲା। ଏହି ଦିବସ ପାଳନ ଅବସରରେ ନିମୋନିଆ ବିରୋଧରେ ସଚେତନା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri