Posted inଫୁରସତ

ରାସ୍ତା ମଝିରେ ଅହିରାଜ ସହ ଲଢ଼ିଲା ଗୋଧି; ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ…

ଅହିରାଜ ସହ ଗୋଧିର ଲଢ଼େଇ। ଏକ ଏଭଳି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଭିଡିଓଟି କେରଳର ମଲୟାଟୋରସ୍ଥିତ ଥୁଣ୍ଡମ ରେଞ୍ଜର ଏକ ଜଙ୍ଗଲର। ସେଥିରେ ଅହିରାଜ ସହ କିଭଳି ଗୋଧି ଲଢ଼େଇ କରୁଛି ତାହା ଦେଖିବାକୁ ମିଳୁଛି। ଦୀର୍ଘ ସମୟ ଧରି ଏପରି ଚାଲିବା ପରେ ନିଷ୍କର୍ସ ବାହାରି ପାରି ନ ଥିଲା। ଶେଷରେ ଅହିରାଜ ଜଙ୍ଗଲ ଭିତରକୁ ଚାଲିଯାଇଥିଲା। ହେଲେ ଉଭୟ ଏଥିରେ ଆହତ ହୋଇଥିବା କୁହାଯାଉଛି। ତେବେ ଏହି ଘଟଣାର ଭିଡିଓ ବନ କର୍ମଚାରୀମାନେ ନିଜ ଭିଡିଓରେ ଶୁଟିଂ କରିଥିଲେ। ଏହାକୁ ବହୁତ ପସନ୍ଦ କରାଯାଉଥିବା ବେଳେ କିଛି ଲୋକ ଚକିତ ହୋଇଛନ୍ତି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri