Posted inଜାତୀୟ

ପଶ୍ଚିମବଙ୍ଗରେ ଲଢି ଜିତନ୍ତୁ ଅମିତ ଶାହା, ତାଙ୍କୁ ରାଜ୍ୟର ଗୃହ ମନ୍ତ୍ରୀ କରିଦେବି: ମମତା

କୋଲକାତା,୧୨।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଦେଖାଦେଇଛି। ଖାସ୍‌ ଭାବେ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟ ବାକ୍‌ଯୁଦ୍ଧ ଲାଗି ରହିଛି। ନିକଟରେ ଏକ ସାକ୍ଷାତକାରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବର୍ଷିଛନ୍ତି। ନିକଟରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଥିଲେ ଏଥର ନିର୍ବାଚନରେ ମମତା ନିଜ ଆସନରୁ ହାରିବେ। ନନ୍ଦିଗ୍ରାମରୁ ନିର୍ବାଚନ ଲଢିବା ପାଇଁ ଘୋଷଣା କରିଥିବା ମମତା ଏହାର ଜବାବରେ କହିଛନ୍ତି, ସ୍ବରାଷ୍ଟ୍ର ମନ୍ତ୍ରୀ ଏଭଳି କଥା କହିବା ଆଦୌ ଶୋଭା ପାଉନାହିଁ।ଅମିତ ଶାହା ଯଦି ପଶ୍ଚିମବଙ୍ଗରୁ ନିର୍ବାଚନ ଲଢି ଜିତିବେ ତେବେ ମୁଁ ତାଙ୍କୁ ରାଜ୍ୟ ଗୃହ ମନ୍ତ୍ରୀ କରିଦେବି। ଆଦୌ ଚିନ୍ତା କରନ୍ତୁ ନାହିଁ ଏଥର ପଶ୍ଚିମବଙ୍ଗରେ ଟିଏମ୍‌ସି ହିଁ ଜିତିବ। ମୁଁ ଅମିତ ଶାହାଙ୍କୁ ଭାଇ ଡାକୁଛି, ତେଣୁ ତାଙ୍କ ପୁଅ ମୋର ଭଣଜା ହେବ। ମୁଁ କିନ୍ତୁ ଏମିତି ରାଜନୀତି କରିବାକୁ ପସନ୍ଦ କରେ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri