Posted inଜାତୀୟ

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ପୋଲିସ ୪ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି।

ପୋଲିସ ସୂଚନା ମୁତାବକ, ମଦ ନିଶାରେ ଥିବା ୨ ଗୋଷ୍ଠୀ ଗ୍ରାହକଙ୍କ ମଧ୍ୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବଚସା ହୋଇଥିଲେ। ପରେ ଏହା ହିଂସାତ୍ମକ ରୂପ ନେଇଥିଲା। ଉଭୟ ଗୋଷ୍ଠୀ ପରସ୍ପରକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ।

ଖବର ପାଇ ପୋଲିସ ପହଞ୍ଚି ୩ଜଣ ଆହତଙ୍କୁ ନିକଟସ୍ଥ ହସ୍ପିଟାଲକୁ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଥିଲେ। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri