ହ୍ରିତିକ ରୋଶନଙ୍କ ଫିଲ୍ମ ‘ଫାଇଟର୍‌’ର ଟିଜର ରିଲିଜ୍‌

ମୁମ୍ବାଇ: ସୁପରଷ୍ଟାର ହ୍ରିତିକ ରୋଶନ ଏବଂ ଦୀପିକା ପାଦୁକୋନଙ୍କ ଅଭିନୀତ ‘ଫାଇଟର୍‌’ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ । ଦର୍ଶକମାନେ ଉତ୍ସାହର ସହିତ ଏହି ଆକ୍ସନ ଫିଲ୍ମକୁ ଅପେକ୍ଷା କରିଛନ୍ତି। ନିକଟରେ ଫିଲ୍ମରୁ ହ୍ରିତିକ ରୋଶନ, ଦୀପିକା ପାଦୁକୋନ ଏବଂ ଅନିଲ କପୁରଙ୍କ ଲୁକ୍‌ର ପୋଷ୍ଟର ସାମ୍ନାକୁ ଆସିଥିଲା। ବର୍ତ୍ତମାନ ଫିଲ୍ମର ଟିଜର ରିଲିଜ୍‌ ହୋଇଛି। ଏହି ଆକ୍ସନ ଭରପୂର ଫିଲ୍ମ ଆସନ୍ତା ବର୍ଷ ମୁକ୍ତିଲାଭ କରିବ। କିନ୍ତୁ ଆଜି ନିର୍ମାତା ଟିଜର ରିଲିଜ୍‌ କରି ଦର୍ଶକଙ୍କ ଉତ୍ସାହ ବଢାଇ ଦେଇଛନ୍ତି। ଫିଲ୍ମର ଟିଜର ବହୁତ ଆଶ୍ଚର୍ଯ୍ୟଜନକ। ଫିଲ୍ମର ଏହି କିଛି ମିନିଟ ଟିଜର ପ୍ରମାଣିତ କରିଛି ଯେ ଦର୍ଶକ ଏହି ଫିଲ୍ମକୁ ବହୁତ ପସନ୍ଦ କରିବେ । ଟିଜରରେ ହ୍ରିତିକ ରୋଶନ ଏବଂ ଦୀପିକା ପାଦୁକୋନ ଆକାଶର ଉଚ୍ଚତାକୁ ଛୁଇଁଥିବାର ନଜର ଆସିଛନ୍ତି। ଟିଜରରେ ଅଭିନେତାମାନଙ୍କ ଲୁକ ଦର୍ଶକଙ୍କୁ ବହୁତ ପ୍ରଭାବିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri