ଭାଲୁ ସହ ଯୁବକ ଲଢ଼େଇ କରି…

ପାଟଣା,୨୯ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାକୁଣ୍ଡା ପାଳ ଗ୍ରାମର ଜଣେ ୪୦ ବର୍ଷ ଯୁବକ ବୁଧବାର ସକାଳୁ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଗୁରୁତର ହୋଇଥିବା ଯୁବକଜଣକ ହେଉଛନ୍ତି ଟୁରା ମୁଣ୍ଡା।

ସୂଚନାନୁଯାୟୀ, ଚାକୁଣ୍ଡାପାଳ ଗ୍ରାମର ଟୁରା ମୁଣ୍ଡା ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ପାଖ ଜଙ୍ଗଲରୁ ଏକ ଭାଲୁ ବାହାରି ତାଙ୍କୁ ଆକ୍ରମଣ କରିଥିଲ। ସେ ଭାଲୁକୁ ଭୟ ନକରି ସାହସର ସହ ଆତ୍ମରକ୍ଷା ପାଇଁ କିଛି ସମୟ ଲଢ଼େଇ କରିଥିଲେ। ଫଳରେ ସେ ଆସନ୍ନ ବିପତ୍ତିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଭାଲୁ ସହ ଲଢ଼େଇ ସମୟରେ ତାଙ୍କର ଡାହାଣ ହାତରେ ଗଭୀର କ୍ଷତ ହେବା ସହ ହାତ ଭାଙ୍ଗି ଯାଇଥିବା ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri