ଭାଲୁ ସହ ଯୁବକ ଲଢ଼େଇ କରି…

ପାଟଣା,୨୯ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାକୁଣ୍ଡା ପାଳ ଗ୍ରାମର ଜଣେ ୪୦ ବର୍ଷ ଯୁବକ ବୁଧବାର ସକାଳୁ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଗୁରୁତର ହୋଇଥିବା ଯୁବକଜଣକ ହେଉଛନ୍ତି ଟୁରା ମୁଣ୍ଡା।

ସୂଚନାନୁଯାୟୀ, ଚାକୁଣ୍ଡାପାଳ ଗ୍ରାମର ଟୁରା ମୁଣ୍ଡା ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ପାଖ ଜଙ୍ଗଲରୁ ଏକ ଭାଲୁ ବାହାରି ତାଙ୍କୁ ଆକ୍ରମଣ କରିଥିଲ। ସେ ଭାଲୁକୁ ଭୟ ନକରି ସାହସର ସହ ଆତ୍ମରକ୍ଷା ପାଇଁ କିଛି ସମୟ ଲଢ଼େଇ କରିଥିଲେ। ଫଳରେ ସେ ଆସନ୍ନ ବିପତ୍ତିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଭାଲୁ ସହ ଲଢ଼େଇ ସମୟରେ ତାଙ୍କର ଡାହାଣ ହାତରେ ଗଭୀର କ୍ଷତ ହେବା ସହ ହାତ ଭାଙ୍ଗି ଯାଇଥିବା ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?