୧୫ ଦିନ କରୋନା ସହ ସଂଗ୍ରାମ କରି ଶେଷରେ ହାରିଗଲେ ଏହି ବ୍ୟାଙ୍କ ଅଧିକାରୀ

ବୁଗୁଡ଼ା,୨୦ା୫(ଡି.ଏନ୍‌.ଏ.): ମହାମାରୀ କରୋନାର ଦିତୀୟ ଲହରି ମୃତ୍ୟୁର ତାଣ୍ଡବ ରଚି ଚାଲିଥିବା ବେଳେ ଏହାର ଶିକାର ପାଲଟିଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ l ଦୀର୍ଘ ୧୫ ଦିନ କାଳ ସଂଗ୍ରାମ ପରେ ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ଆସିକା ସମବାୟ ବ୍ୟାଙ୍କର ଆସ୍କା ଓ ବୁଗୁଡ଼ା ଶାଖାର ପ୍ରଶାସନିକ ଅଞ୍ଚଳ ଅଧିକାରୀ ଲକ୍ଷ୍ମୀ ନୃସିଂହ ବେହେରା(୫୨) l ସେ ଗତ ୨ ତାରିଖରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ତେବେ ବୁଧବାର ଅପରାହ୍ନରେ ତାଙ୍କର ଦେହାନ୍ତ ହୋଇଯାଇଛି। ଜଣେ କର୍ମଠ,ସଚ୍ଚୋଟ ଏବଂ ସରଳ ଅଧିକାରୀ ଭାବେ ସେ କର୍ମଚାରୀଙ୍କ ମଧ୍ୟରେ ଆଦୃତ। ଲକ୍ଷ୍ମୀ ନୃସିଂହଙ୍କ ଦେହାନ୍ତ ଖବରପାଇ ସେବା ସମବାୟ ସମିତିର ସମସ୍ତ ସମ୍ପାଦକ, ବ୍ୟାଙ୍କ ଓ କ୍ଷେତ୍ର କର୍ମଚାରୀଙ୍କ ସମେତ ଚାଷୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ବ୍ରହ୍ମପୁରର ମୂଳ ବାସିନ୍ଦା ଲକ୍ଷ୍ମୀ ନୃସିଂହଙ୍କ ଏକମାତ୍ର ଝିଅ ଓ ସ୍ତ୍ରୀ ଅଛନ୍ତି l ଅଞ୍ଚଳ ଅଧିକାରୀଙ୍କ ବିୟୋଗରେ ଗୁରୁବାର ସମବାୟ ବ୍ୟାଙ୍କ ବୁଗୁଡା ଶାଖା କାର୍ଯ୍ୟାଳୟରେ ଶୋକ ପ୍ରକାଶ କରାଯାଇ
ତାଙ୍କର ଅମର ଆତ୍ମାର ସଦ୍‌ଗତି ପାଇଁ ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri