Posted inଜାତୀୟ

ପାଣି ପାଇଁ ନଦିଆରେ ସଂଘର୍ଷ, ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମୁହାଁମୁହିଁ…

କୋଲକାତା, ୧୨।୬ : ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ପଶ୍ଚିମବଙ୍ଗର ନଦିଆ ଜିଲାର ଶାନ୍ତିପୁର ଅଞ୍ଚଳରେ ପାଣି ଭରିବା ନେଇ ସାମାନ୍ୟ ବିବାଦ ପରେ ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ବିବାଦ ସମୟରେ ଏହି ଅଞ୍ଚଳରେ ବିସ୍ଫୋରଣ ଘଟିଥିବା କୁହାଯାଉଛି। ସଂଘର୍ଷ ଯୋଗୁ ୧୨ରୁ ଅଧିକ ଲୋକ ଆହତ ହୋଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଘଟଣାର ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଂଚିବା ପରେ ଲୋକମାନେ ପୋଲିସ ଉପରକୁ ପଥର ଫିଙ୍ଗିବା ଆରମ୍ଭ କରିଥିବା ଅଭିଯୋଗ ହୋଇଛି। ଏହି ସଂଘର୍ଷରେ ୪ ଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା କୁହାଯାଉଛି।

ପରିସ୍ଥିତି ଊପରେ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ ଲୁହବୁହା ଗ୍ୟାସ ପ୍ରୟୋଗ କରିବାକୁ ପଡ଼ିଥିଲା।
ଏହି ଘଟଣା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୨୦ ରୁ ଅଧିକ ଲୋକଙ୍କୁ ଗିରଫ କରିଛି। ଏଥିସହ ୧୨ରୁ ଅଧିକ ମୋଟରସାଇକେଲ ଜବତ ହୋଇଛି। ଘଟଣା ପରେ ଏହି ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ ସହଯୋଗ ବୃଦ୍ଧି ଜରୁରୀ: ଡୋଭାଲ

ମାଲେ,୧୦।୩(ପି.ଟି.): ଭାରତ ମହାସାଗରୀୟ ଅଞ୍ଚଳରେ ରହୁଥିବା ଦେଶଗୁଡ଼ିକର ସୁରକ୍ଷା ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଏହାକୁ ପ୍ରତିହତ କରିବାକୁ ହେଲେ ଉକ୍ତ ଅଞ୍ଚଳରେ ରହିଥିବା ସାମୁଦ୍ରିକ...

ଭାଜପାରେ ଯୋଗଦେଲେ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ

ଲକ୍ଷ୍ନୌ,୯।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ରାଜସ୍ଥାନର ରାଜ୍ୟପାଳ ଭାବେ ତାଙ୍କର କାର୍ଯ୍ୟକାଳ ପୂରଣ ହେବା ପରେ...

ଡେମ୍‌ଚୋକ୍‌ରେ ଚାଇନା କରି ନାହିଁ ଅନୁପ୍ରବେଶ: ଭାରତୀୟ ସେନା ମୁଖ୍ୟ

ନୂଆଦିଲ୍ଲୀ,୧୩।୭: ଚାଇନା ସୈନ୍ୟ ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଦ୍ଦାଖର ଡେମ୍‌ଚୋକ୍‌ ସେକ୍ଟରରେ ଅନୁପ୍ରବେଶ କରି ନାହାନ୍ତି ବୋଲି ଭାରତୀୟ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌...

ଦେଶ ସେବା କରିବାକୁ ରାଜି ନିର୍ଭୟା ମାମଲାର ଦୋଷୀ, ତାଙ୍କୁ ଫାଶୀ ଦିଆ ନ ଯାଉ: ଓକିଲ ଏ.ପି. ସିଂହ

ନୂଆଦିଲ୍ଲୀ,୧୯।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ସମସ୍ତ ଆବେଦନ ଖାରଜ ହୋଇଯିବା ପରେ ଶୁକ୍ରବାର ଭୋର ୫ଟା ୩୦ରେ ଏମାନେ ଫାଶୀ ଖୁଣ୍ଟରେ ଝୁଲିବା...

ବିରୋଧୀଙ୍କୁ ଏକତ୍ରିତ ହେବାକୁ ଲାଲୁଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୦ା୧୦: ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ସୋମବାର ପୁଣିଥରେ ପୁରୁଣା ‘ମଣ୍ଡଳ ବନାମ କମଣ୍ଡଳ’ ବିତର୍କ ଉଠାଇବାକୁ ଆହ୍ବାନ ଦେଇଛନ୍ତି।...

ବର ବିନା ଏକୁଟିଆ ଶାଶୁଘରକୁ ଗଲେ କନ୍ୟା, ଜାଣନ୍ତୁ କାହିଁକି

ପଟିଆଲା, ୩୧।୧୦: ପଞ୍ଜାବର ପଟିଆଲା ଜିଲାର ମ୍ୟାକ୍ସିମମ୍‌ ଜେଲରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ବର-କନ୍ୟା ବିବାହ କରିଥିଲେ ମଧ୍ୟ କନ୍ୟାଙ୍କୁ ଏକୁଟିଆ ଶାଶୁଘରକୁ...

ସୁପ୍ରିମକୋର୍ଟଙ୍କୁ ଜଣାଇଲେ ସରକାର: ୩୭୦ ଉଚ୍ଛେଦ ନିଷ୍ପତ୍ତି ଯଥାର୍ଥ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ନିଷ୍ପତ୍ତି ଯଥାର୍ଥ ଥିଲା ବୋଲି କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି।...

ଲାଇଫ ସପୋର୍ଟ ମେଡିସିନରେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି ମୁଲାୟମ

ନୂଆଦିଲ୍ଲୀ,୬ ।୧୦: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ୟାବସ୍ଥା ଏବେବି ଜଟିଳ ରହିଛି । ତାଙ୍କର ଚିକିତ୍ସା ହିରିୟାଣା ସ୍ଥିତ ଗୁରୁଗ୍ରାମର...

Advertisement
Archives

Model This Week