ରାଜନୀତି ସରଗରମ: ୨୩୦ ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ

ଝାରସୁଗୁଡ଼ା ଅଫିସ,୧୫ା୩: ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର, ଝାରସୁଗୁଡା ଓ ବେଲପାହାଡ଼ ପୌର ପରିଷଦରେ ଅଧ୍ୟକ୍ଷ ଓ କାଉନ୍‌ସିଲର ପଦ ପାଇଁ ସମୁଦାୟ ୨୫୪ଜଣ ନାମାଙ୍କନପତ୍ର ଦାଖଲ କରିଥିଲେ। ଶେଷଦିନ ସୋମବାର ସୁଦ୍ଧା ୨ଜଣ ଅଧ୍ୟକ୍ଷ ପ୍ରାର୍ଥୀ ଓ ୨୨ଜଣ କାଉନ୍‌ସିଲର ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପ୍ରତ୍ୟାହର କରିନେଇଛନ୍ତି। ଫଳରେ ମଇଦାନରେ ୨୩୦ଜଣ ପ୍ରାର୍ଥୀ ରହିଛନ୍ତି। ଏଥିମଧ୍ୟରେ ୧୬ ଅଧ୍ୟକ୍ଷ ଓ ୨୧୪ କାଉନ୍‌ସିଲର ପ୍ରାର୍ଥୀ ରହିଛନ୍ତି।

ଝାରସୁଗୁଡ଼ା ପୌର ପରିଷଦରୁ ୬, ବ୍ରଜରାଜନଗରରୁ ୧୪ ଓ ବେଲପାହାଡ ପୌର ପରିଷଦରୁ ୨ଜଣ କାଉନ୍‌ସିଲର ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଛନ୍ତି। ଅଧ୍ୟକ୍ଷ ପ୍ରାର୍ଥୀଙ୍କ ମଧ୍ୟରେ ବେଲପାହାଡ଼ ପୌର ପରିଷଦରୁ ୨ଜଣ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଛନ୍ତି। ସେମାନେ ହେଲେ ସ୍ବାଧୀନ ପ୍ରାର୍ଥୀ ଦେବୀ ପ୍ରସାଦ ମିଶ୍ର ଓ କୁଳମଣି ସୁନା। ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଏବେ ଝାରସୁଗୁଡା ପୌର ପରିଷଦରେ ଅଧ୍ୟକ୍ଷ ପଦପାଇଁ ୬ଜଣ ଓ କାଉନ୍‌ସିଲର ୭୯ପ୍ରାର୍ଥୀ, ବ୍ରଜରାଜନଗର ପୌର ପରିଷଦରେ ଅଧ୍ୟକ୍ଷ ପଦ ପାଇଁ ୫ଜଣ ଓ ୭୬ କାଉନ୍‌ସିଲର, ବେଲପାହାଡ ପୌର ପରିଷଦରେ ଅଧ୍ୟକ୍ଷ ପଦପାଇଁ ୫ଜଣ ଓ ୫୯କାଉନ୍‌ସିଲର ପ୍ରାର୍ଥୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri