ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିହାରର ଗୋପାଳଗଞ୍ଜ ଜିଲାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଭୋରେ ଥାନା ଅଞ୍ଚଳର ସିସଇ ଟୋଲା ଭଟଓ୍ବଲିଆଠାରେ ଏଭଳି ଘଟଣା ଘଟିଛି। ବରଯାତ୍ରୀମାନଙ୍କ ମଧ୍ୟରେ ଖଣ୍ଡେ ମାଛ ପିସ୍‌କୁ ନେଇ ଟଣାଓଟରା ପରେ ଏହା ମାରପିଟ୍‌ରେ ପରିଣତ ହୋଇଥିଲା। ଶେଷରେ ୧୧ ଜଣ ଆହତ ହେବା ସହିତ ବହୁ ବରଯାତ୍ରୀ ଖଣ୍ଡିଆ ଖାବରା ହୋଇଥିଲେ। ଗୁରୁବାର ଛଟୁ ଗୋଣ୍ଡେଙ୍କ ବିବାହରେ ଏଭଳି ଘଟିଛି। ମାଛ ମୁଣ୍ଡ ଏବଂ ଭଲ ମାଛ ଖଣ୍ଡ ପାଇବା ପାଇଁ ଗଣ୍ଡଗୋଳ ହୋଇଥିଲା। ଶୁକ୍ରବାର ଆହତଙ୍କୁ ଭୋରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri