Posted inରାଜ୍ୟ

ପାଣି ପାଇଁ ଲଢ଼େଇ

ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଅଗଷ୍ଟ ୧୨ରେ ଉଗ୍ରରୂପ ନେଇଥିଲା। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତି ନେତୃତ୍ୱରେ ସ୍ଥାନୀୟ ଲୋକମାନେ ୧୪୪ ଧାରା ସତ୍ତ୍ୱେ ବରୁଣାଡିହାରେ ନିର୍ମାଣାଧୀନ ପ୍ରକଳ୍ପର ବିଭିନ୍ନ ସାମଗ୍ରୀ ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଥିଲେ। ରଣକ୍ଷେତ୍ର ପାଲଟି ଥିଲା ସେହି ସ୍ଥାନ। ପୋଲିସ ଓ ଆନ୍ଦୋଳନକାରୀ ମୁହଁାମୁହିଁ ହୋଇଥିଲେ। ଏହି ଘଟଣାରେ ୨୪ ଜଣଙ୍କୁ ପୋଲିସ ଗିରଫ ସହ ୮ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ନାମରେ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri