କରୋନା ସହ ଲଢ଼ିଲଢ଼ି ଶେଷରେ ଆଖିବୁଜିଲେ ଯୋଦ୍ଧା

ବୁଗୁଡ଼ା,୨୯।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ଜଣେ କରୋନା ଯୋଦ୍ଧାଙ୍କ ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ବୁଗୁଡ଼ା ବ୍ଲ୍ଳକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଶେଷଦେବ ବେହେରା (୪୨)। କୋଭଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ଗୋଲିଆ ସଙ୍ଗରୋଧ କେନ୍ଦ୍ରରେ କାର୍ଯ୍ୟରତ ଥିବାବେଳେ ୧୭ ତାରିଖ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ପୂର୍ବରୁ ସେ ମଧୁମେହରେ ପୀଡ଼ିତ ଥିଲେ।
ପଜିଟିଭ୍‌ ବାହାରିବା ପରେ ତାଙ୍କୁ ଚିକିତ୍ସା ପାଇଁ ୨୧
ତାରିଖରେ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ତେବେ ବୁଧବାର ତାଙ୍କର ମୃତ୍ୟୁ ଖବରପାଇ ବିଡିଓ ତନ୍ମୟ ପାତ୍ର ଦୁଃଖ ପ୍ରକାଶ କରିବା ସହ ବ୍ଲକ ପିଇଓ ସଂଘ ତରଫରୁ ଗଭୀର ଶୋକ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?