Posted inଜାତୀୟ

‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ପ୍ରକୃତ ‘BOSS“

ନୂଆଦିଲ୍ଲୀ,୨୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଫିଜି ଗଣରାଜ୍ୟର ପ୍ରଧାନମନ୍ତ୍ରୀ ସିଟେନି ଲିଗାମାମାଡ଼ା ରାବୁକା। ସେ ମୋଦିଙ୍କୁ ବିଶ୍ୱର ପ୍ରକୃତ ବସ୍‌(ମାଲିକ) ବୋଲି କହିଛନ୍ତି। ଏଥିସହ ସେ ମୋଦିଙ୍କ ସବ୍‌କା ସାଥ୍‌, ସବ୍‌କା ବିକାଶର ମଧ୍ୟ ପ୍ରଶଂସା କରିଛନ୍ତି।

ଫିଜି ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପୁନଃନିର୍ବାଚିତ ହେବା ଲାଗି ଅଭିନନ୍ଦନ ଜଣାଉଛି। ଫିଜି ଶାନ୍ତି ଲାଗି ଆମର ଯାତ୍ରା ପାଇଁ ପ୍ରତିବଦ୍ଧ। ସେ ସାରା ବିଶ୍ୱର ହିନ୍ଦୁମାନଙ୍କ ପ୍ରତି ତାଙ୍କ ହାତ ବଢ଼ାଇଛନ୍ତି। ମୁଁ ଏଥିଲାଗି ତାଙ୍କୁ ଅଭିନନ୍ଦନ ଜଣାଉଛି। ସାରା ବିଶ୍ୱରେ ହିନ୍ଦୁମାନଙ୍କ ଯାତ୍ରାରେ ଏକତା ଶେଷରେ ବିଶ୍ୱବାସୀଙ୍କ ମଧ୍ୟରେ ଏକତାରେ ପରିବର୍ତ୍ତିତ ହେବ…ସବ୍‌କା ସାଥ୍‌ ସବ୍‌କା ବିକାଶ। ଏହା ଏକ ମହାନ ଚିନ୍ତାଧାରା। ଆମେ ଏହି ବାର୍ତ୍ତା ପ୍ରଚାର କରିବା ଜାରି ରଖିଛି।

ମୋଦି ହେଉଛନ୍ତି ‘ବସ୍‌ ସାହେବ୍‌’। ଆପଣଙ୍କୁ ଧନ୍ୟବାଦ, ମୁଁ ଆପଣଙ୍କୁ ନମସ୍କାର କରୁଛି, ଫିଜି ଉପରେ ନଜର ରଖିଥାନ୍ତୁ, ଆମେ ବନ୍ଧୁ ବୋଲି ସେ ଆହୁରି ମଧ୍ୟ କହିଛନ୍ତି।

କହିରଖୁଛୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି FIPIC ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଯାଇ ପାପୁଆ ନ୍ୟୁ ଗିନି ଗସ୍ତ କରିଥିଲେ। ଏହି ସମୟରେ ୨୦୨୩ ମେ’ରେ ସେ ପୋର୍ଟ ମୋର୍ସବିରେ ରାବୁକାଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri