୨୦୩୦ ସୁଦ୍ଧା ଫାଇଲେରିଆ ନିରାକରଣ କରାଯିବ

ଭୁବନେଶ୍ୱର,୬।୩(ବ୍ୟୁରୋ): ଲିମ୍ଫାଟିକ ଫାଇଲେରିଆସିସ୍‌(ଏଲ୍‌ଏଫ୍‌) ନିରାକରଣ ନିମନ୍ତେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୭ଟି ସୀମାନ୍ତ ଜିଲାରେ ସାମୂହିକ ଔଷଧ ସେବନ(ଏମ୍‌ଡିଏ) କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏହା ୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏମ୍‌ଡିଏ କାର୍ଯ୍ୟକାରୀ ହେବାକୁ ଥିବା ୭ଟି ଜିଲା ମଧ୍ୟରେ ବରଗଡ଼, କେନ୍ଦୁଝର, କନ୍ଧମାଳ, ମୟୁରଭଞ୍ଜ, ସୋନପୁର, ସୁନ୍ଦରଗଡ଼ ଓ ସମ୍ବଲପୁର ରହିଛି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗ୍ଲୋବାଲ୍‌ ହେଲ୍‌ଥ ଷ୍ଟ୍ରାଟେଜି ସହିତ ମିଶି ୭ରେ ସମ୍ବଲପୁର ଜିଲାରେ ଏକ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ରାଜ୍ୟରୁ ଏଲ୍‌ଏଫ୍‌ର ନିରାକରଣ କରିବା ନିମନ୍ତେ ଫାଇଲେରିଆ ନିରୋଧୀ ଔଷଧ ସେବନର ଫାଇଦା ସମ୍ପର୍କରେ ଜନସଚେତନତା ସୃଷ୍ଟି କରାଯିବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ଡା. ଅଜିତ କୁମାର ମହାନ୍ତି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମମିତା ମୃତ୍ୟୁ ମାମଲା: କେଉଁଠି କେମିତି ହତ୍ୟା କରିଥିଲେ ସବୁ ମାନିଲେ ଗୋବିନ୍ଦ

ବଲାଙ୍ଗୀର ଅଫିସ,୨୦ା୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡ଼ଧରଣର ଖୁଲାସା ହୋଇଛି । ଗିରଫ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମମିତାଙ୍କୁ...

କଂଗ୍ରେସର ଜିଲା ସଭାପତି ତାଲିକା ପ୍ରକାଶ: ଖୋର୍ଦ୍ଧାରୁ ସୁର, ଗଞ୍ଜାମରୁ ରମେଶ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟ କଂଗ୍ରେସର ୩୩ ସାଙ୍ଗଠନିକ ଜିଲା ସଭାପତି ନିଯୁକ୍ତି ବିଜ୍ଞପ୍ତି ରବିବାର ପ୍ରକାଶ ପାଇଛି। ଅନୁଗୋଳ ପାଇଁ ବିପ୍ଳବ ଜେନା, ବଲାଙ୍ଗୀର ଦିଲ୍ଲୀପ କୁମାର...

ବସଷ୍ଟାଣ୍ଡରେ ପ୍ରେମିକାଙ୍କୁ ଛାଡି ପ୍ରେମିକ ଫେରାର

ଅମରପାଲି,୧୫ା୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବସଷ୍ଟାଣ୍ଡରେ ଜଣେ ଯୁବକ ପ୍ରେମିକାଙ୍କୁ ଛାଡି ଫେରାର ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବତୀ ଜଣକ ଗର୍ଭବତୀ ଥିବା...

ହାଇଦର ଖସିଲେ, ଅଯୋଗ୍ୟ ବସିଛନ୍ତି ମୁଣ୍ଡରେ

ଭୁବନେଶ୍ୱର,୧୫ା୪: ମହାରାଷ୍ଟ୍ର, ତାମିଲ୍‌ନାଡ଼ୁ, ବିହାର ଭଳି ଓଡ଼ିଶାରେ ବହୁ କୁଖ୍ୟାତ ଅପରାଧୀ ନାହାନ୍ତି। ଆମ ରାଜ୍ୟରେ ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ମାତ୍ର ହାତଗଣତି ୮ରୁ ୧୦ଜଣ...

ଛାତ୍ରୀଙ୍କୁ ମାଡ଼, ଗାଳିଗୁଲଜ ଅଭିଯୋଗ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଧାରଣା

ରାଇକିଆ,୫ା୧୧(ଡି.ଏନ୍‌.ଏ.)-ବିଦ୍ୟାଳୟରେ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଥିବା ପ୍ରତିବାଦରେ ସୋମବାର କନ୍ଧମାଳ ଜିଲା ରାଇକିଆ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ଧାରଣାରେ ବସିଥିଲେ ା...

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ, ୨୨।୫(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି...

ଧିରେ ଧିରେ ସଂକ୍ରମିତ ହେଉଛି ଶରୀରର ଅନ୍ୟଅଙ୍ଗ

କଟକ ଅଫିସ, ୧୧ା୧୨- ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ବ୍ୟସ୍ଥାବସ୍ଥା ଏବେ ସଙ୍କଟାପନ୍ନ ରହିଛି। କିଡ୍‌ନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ କଟକର ଏକ...

ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ):ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ୨-୫ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ହକି...

Advertisement
Archives

Model This Week