CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି। ଖୁବଶୀଘ୍ର ଏକାଧିକ ଲୋକଙ୍କୁ ଜେରା କରାଯିବ ବୋଲି ସେ କହିଛନ୍ତି। ମାମଲାରେ ଯାହାର ସମ୍ପୃକ୍ତି ଆସିବ ସେ ହାଜର ହେବା ପାଇଁ ବାଧ୍ୟ ବୋଲି ଡିଜ କହିଛନ୍ତି। ତଦନ୍ତ ବେଳେ କିଏ ସାକ୍ଷୀ, କିଏ ସନ୍ଦିଗ୍ଧ, କିଏ ଅଭିଯୁକ୍ତ ତାହା ପ୍ରମାଣ କହିବ ବୋଲି ସେ ଅବଗତ କରିଛନ୍ତି।

ତଦନ୍ତ ବେଳେ ଯାହାଙ୍କୁ ନୋଟିସ କରାଯିବ ସେମାନେ ଏହାକୁ ଏଡ଼ାଇ ଯାଇପାରିବେନି ବୋଲି ଡିଜି ସ୍ପଷ୍ଟ କରିଛନ୍ତି। ମାମଲାର ତଦନ୍ତଚାଲିଛି, ଖୁବଶୀଘ୍ର ଅଭିଯୁକ୍ତଙ୍କ ସମ୍ପୃକ୍ତି ସାମ୍ନାକୁ ଆସିବ। ଅନ୍ୟପକ୍ଷେ ପାଠ୍ୟପୁସ୍ତକ ଛପା ଦୁର୍ନୀତି ମାମଲାରେ ପ୍ରାୟ ୨୪୦ଜଣଙ୍କ ତାଲିକା ହୋଇଛି ବୋଲି ଡିଜି ପ୍ରକାଶ କରିଛନ୍ତି। କ୍ରାଇମବ୍ରାଞ୍ଚ ଡିଜିଙ୍କ ବୟାନ ପରେ CMOରୁ ଫାଇଲ ଗାୟବ ମାମଲାର ଗୁମର ଫିଟିବ ବୋଲି ଏବେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ବିବାହକୁ ପୂରିନି ମାସେ: ଜୁଲାଇ ୧୨ରେ ବାହାଘର ଅଗଷ୍ଟ ୫ରେ ହତ୍ୟା, ବାହାଘର ନା…

ନିଶ୍ଚିନ୍ତକୋଇଲି,୭।୮(ଅଶୋକ କୁମାର ମହାପାତ୍ର): ବାହାଘରକୁ ମାତ୍ର ୨୫ ଦିନ ହୋଇଥିବା ବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଛନ୍ତି। କଟକ ଜିଲା ନେମାଳ ଥାନା ଅନ୍ତର୍ଗତ…

ମହିଳା ଥାନାରୁ ଚମ୍ପଟ ମାରିଥିଲେ ବଳାତ୍କାର ଅଭିଯୁକ୍ତ: ବେଙ୍ଗାଲୁରୁରୁ ଗିରଫ

ଭୁବନେଶ୍ୱର,୭।୮: କମିଶନରେଟ ପୋଲିସ ଶୁକ୍ରବାର ଭୁବନେଶ୍ୱର ମହିଳା ଥାନାରୁ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଜଳଖିଆ ଖାଇବା ବାହାନାରେ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି…

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri