Posted inଜାତୀୟ

ଜରୁରୀଭିତ୍ତିରେ ଫର୍ମ ପୂରଣ କର

ନୂଆଦିଲ୍ଲୀ,୭।୩ : ୟୁକ୍ରେନ୍‌ରୁ ଭାରତୀୟମାନଙ୍କୁ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସେଠାରେ ଆହୁରି ଅନେକ ରହିଯାଇଥିବାବେଳେ ଭାରତୀୟ ଦୂତାବାସ ପକ୍ଷରୁ ସେମାନଙ୍କ ପାଇଁ ରବିବାର ନୂଆ ଆଡଭାଇଜରି ଜାରି କରାଯାଇଛି। ୟୁକ୍ରେନ୍‌ ଓ ହଙ୍ଗେରିରେ ଥିବା ଦୂତାବାସ ସେମାନଙ୍କ ଟୁଇଟର ହ୍ୟାଣ୍ଡେଲ୍‌ରେ ଭାରତୀୟମାନଙ୍କୁ ହଙ୍ଗେରି ସିଟି ସେଣ୍ଟର ସହ ଯୋଗାଯୋଗ କରିବାକୁ ଏବଂ ଜରୁରୀ ଭିତ୍ତିରେ ଗୁଗଲ୍‌ ଫର୍ମ ପୂରଣ କରିବାକୁ ପରାମର୍ଶ ଦେଇଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ଅପରେଶନ ଗଙ୍ଗା ମିଶନରେ ୟୁକ୍ରେନ୍‌ରେ ଅଟକି ରହିଥିବା ଭାରତୀୟମାନଙ୍କୁ ପଡୋଶୀ ଦେଶ ଦେଇ ଫେରାଇ ଅଣାଯାଉଛି। ଏପର୍ଯ୍ୟନ୍ତ ୧୫,୯୨୦ ଭାରତୀୟଙ୍କୁ ଫେରାଇ ଅଣାଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଯେଉଁ ଛାତ୍ରୀଛାତ୍ର ରହିଯାଇଛନ୍ତି, ସେମାନେ ହଙ୍ଗେରିର ବୁଦାପେଷ୍ଟ ସହରରେ ସ୍ଥାନୀୟ ସମୟ ସକାଳ ୧୦ରୁ ୧୨ଟା ମଧ୍ୟରେ ପହଞ୍ଚତ୍ବାକୁ ସେଠାରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହିପରି ଗୁଗଲ୍‌ ଫର୍ମରେ ତୁରନ୍ତ ନିଜ ପରିଚୟ, ରହିବା ସ୍ଥାନ ଆଦି ଅନ୍‌ଲାଇନରେ ପୂରଣ କରିବାକୁ ୟୁକ୍ରେନ୍‌ସ୍ଥିତ ଦୂତାବାସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri