୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ

କଟକ,୬ା୫(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଆସନ୍ତା ୮ ତାରିଖରୁ ଆରମ୍ଭ ହେବ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନ୍‌ଲାଇନ ଜରିଆରେ ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ଉପଲବ୍ଧ ଲିଙ୍କ୍‌ରେ ଫର୍ମ ପୂରଣ ଓ ଦେୟ ଦାଖଲ କରାଯାଇପାରିବ। ଅନ୍‌ଲାଇନ ଫର୍ମ ପୂରଣର ସମସ୍ତ ତଥ୍ୟ ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀମାନେ ନିଜ ହାଇସ୍କୁଲର ମୁଖ୍ୟମାନଙ୍କ ଦ୍ୱାରା ଏବଂ ପତ୍ରମାଧ୍ୟମ ପରୀକ୍ଷାର୍ଥୀମାନେ ବୋର୍ଡର ଶାଖା କାର୍ଯ୍ୟାଳୟରେ ସହସମ୍ପାଦକଙ୍କ ଦ୍ୱାରା ଫର୍ମ ପୂରଣ କରିବେ। ଫର୍ମ ପୂରଣ ଓ ଦେୟ ଦାଖଲ ମେ’ ୮ ତାରିଖ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇ ମେ’ ୧୮ ତାରିଖ ରାତ୍ର ୧୧.୪୫ ଯାଏ ଚାଲିବ ବୋଲି ବୋର୍ଡ ପକ୍ଷରୁ ମଙ୍ଗଳବାର ପ୍ରକାଶିତ ବିଜ୍ଞପ୍ତିରେ ବିଧିବଦ୍ଧ ଭାବେ ସୂଚନା ଦିଆଯାଇଛି। ସପ୍ଲିମେଣ୍ଟାରି ପରୀକ୍ଷା ଜୁଲାଇ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି

ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ…

ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର,୨୦।୬: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏକ ଘରୋଇ ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଗୋଳନ୍ଥରା ଥାନା ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା…

ଅରବିନ୍ଦ ମହାପାତ୍ରଙ୍କ ଦୁଇ ବର୍ଷର ସଫଳତା: ୪୦୦ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ…

ପାଟକୁରା, ୨୦।୬ (ରବୀନ୍ଦ୍ର ନାଥ ବାରିକ): ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ତାଙ୍କ ତଳକୁସୁମାସ୍ଥିତ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରି ନିଜର ଦୁଇ ବର୍ଷର…

ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri