୩୦୦ କୋଟି କ୍ଲବ୍‌ରେ ସାମିଲ୍‌ ହେଲା ଫିଲ୍ମ ‘ବ୍ରହ୍ମାସ୍ତ୍ର’

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ସେପ୍ଟେମ୍ବର ୯ରେ ରିଲିଜ୍‌ ହୋଇଯାଇଛି। ଯାହାକୁ ଦେଖିବାକୁ ଦର୍ଶକ ବହୁ ଦିନରୁ ଅପେକ୍ଷା କରି ରହିଥିଲେ। ଫିଲ୍ମଟି ରିଲିଜ୍‌ ହେବା ପରେ ସିନେମା ହଲ୍‌ରେ ଦର୍ଶକଙ୍କ ନାହିଁ ନ ଥିବା ଭିଡ ଦେଖିବାକୁ ମିଳିଥିଲା। ଇତି ମଧ୍ୟରେ ଫିଲ୍ମଟି ୮ ଦିନରେ ସାରା ବିଶ୍ୱରେ ୩୦୦ କୋଟି ଟଙ୍କା ଆୟ କରିଥିବା ଜଣାପଡିଛି। ରିଲିଜ୍‌ ପୂର୍ବରୁ ବୟକଟ୍‌ ଦାବି ହୋଇଥିବା ଫିଲ୍ମ ‘ବ୍ରହ୍ମାସ୍ତ୍ର’ ପାଇଁ ୩୦୦ କୋଟି ଆୟ କରିବା ସବଠାରୁ ବଡ ବୋଲି କୁହାଯାଉଛି।
ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ରଣବୀର-ଆଲିଆ ପ୍ରଥମ ଥର ପାଇଁ ଏକାଠି କାମ କରିଛନ୍ତି। ଫିଲ୍ମାର ଉଭୟଙ୍କ ଅଭିନୟକୁ ଦର୍ଶକ ବହୁତ ପସନ୍ଦ କରିଥିଲେ। ରଣବୀର-ଆଲିଆ ବ୍ୟତିତ ଅମିତାଭ ବଚ୍ଚନ, ମୌନି ରୟ, ନାଗାର୍ଜୁନ ଏହି ଫିଲ୍ମରେ ପ୍ରମୁଖ ଭୂମିକାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଆକ୍ରାନ୍ତ ହେଲେ ଆଉ ଜଣେ ବଲିଉଡ୍‌ ଅଭିନେତା

ନୂଆଦିଲ୍ଲୀ, ୬।୧୦: ବଲିଉଡ୍‌ ଅଭିନେତା ହର୍ଷବର୍ଦ୍ଧନେ ରାଣେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ୩୬ ବର୍ଷୀୟ ହର୍ଷବର୍ଦ୍ଧନେ ନିଜେ...

ସକାଳେ ଜୁସ୍‌ ସନ୍ଧ୍ୟାରେ ସୁପ୍‌

ଓଡ଼ିଆ ସଙ୍ଗୀତ ଜଗତରେ ଅସୀମା ପଣ୍ଡା ଜଣେ ଚର୍ଚ୍ଚିତ ଚେହେରା। ଗତ କିଛି ବର୍ଷ ହେବ ଏହି କଣ୍ଠଶିଳ୍ପୀଙ୍କ ସ୍ବର ଓଡ଼ିଆ ଶ୍ରୋତାଙ୍କୁ ମତୁଆଲା କରି...

କରନଙ୍କ ଷ୍ଟାର କିଡ୍ସ !

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡ୍‌ରେ ପ୍ରିୟାପ୍ରୀତି ପୋଷଣକୁ ନେଇ ଖୁବ୍‌ ଆଲୋଚନା ହେଉଛି। ବଲିଉଡ୍‌ ନାୟିକା କଙ୍ଗନା ରାନାଓ୍ବତ...

ସବୁଠାରୁ ବଡ ଏଜେନ୍ସି ସହ ସାଇନ୍ କଲେ ଦୀପିକା!

ମୁମ୍ବାଇ; ବଲିଉଡ୍ ନାୟିକା ଦୀପିକା ପାଦୁକୋନ ହଲିଉଡ୍‌ର ଟ୍ୟାଲେଣ୍ଟ ଏଜେନ୍ସି ଆଇସିଏମ୍ ସହ ହାତ ମିଳାଇଛନ୍ତି । ଆଇସିଏମ୍ ସୂଚିରେ ବଡ ବଡ ହଲିଉଡ କଳାକାରଙ୍କ...

ଟ୍ରୋଲ ହେଲେ ଆଦିପୁରୁଷର ରାବଣ

ମୁମ୍ବାଇ: ବାହୁବଳୀ ଫେମ୍‌ ପ୍ରଭାସଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଆଦିପୁରୁଷ’ର ଟିଜର ସୋମବାର ରିଲିଜ ହୋଇଛି। ଟିଜର ରିଲିଜ୍‌ ହେବା ପରେ ଫିଲ୍ମ ଚର୍ଚ୍ଚାର ପରିସରକୁ...

ଦୀର୍ଘଦିନର ବ୍ୟବଧାନ ପରେ କାମକୁ ଫେରିଲେ ଐଶ୍ୱର୍ଯ୍ୟା

ଅଭିନେତ୍ରୀ ତଥା ନିର୍ଦ୍ଦେଶକ ଐଶ୍ୱର୍ଯ୍ୟା ରଜନୀକାନ୍ତ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ସେ ଧନୁଷଙ୍କ ସହ ବିବାହ ବିଚ୍ଛେଦକୁ...

ଶାହରୁଖଙ୍କ ଶାଶୁଙ୍କ ଫାର୍ମ ହାଉସ୍‌ ଉପରେ ଲାଗିଲା ୩କୋଟି ଟଙ୍କାର ଜରିମାନା

ମୁମ୍ବାଇ,୨୮।୨: ବଲିଉଡ୍‌ ବାଦଶାହ ଶାହରୁଖ ଖାଁଙ୍କ ଶାଶୁ ସବିତା ଛିବାଙ୍କ ଫାର୍ମ ହାଉସ୍‌ ଉପରେ ୩କୋଟି ଟଙ୍କାର ଜରିମାନା ଲାଗିଥିବା ଜଣାପଡ଼ିଛି। ଡେଜା ବୁ ଫାମର୍‌ସ...

ଭିଡିଓ ଜାରି କରି କ’ଣ କହିଲେ ସୁଶାନ୍ତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀ

ମୁମ୍ବାଇ,୩୧।୭-ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଶୁକ୍ରବାର ପ୍ରଥମଥର ଲାଗି ମୁହଁ ଖୋଲିଛନ୍ତି ସୁଶାନ୍ତଙ୍କ ପ୍ରେମିକା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ। ରିୟା ଏକ...

Advertisement
Archives

Model This Week