ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ଚକାଆଖି ସବୁ ଦେଖୁଛି, ପୁଅ ମୋର କଳା ଠାକୁର ଭଳି ଅନେକ ସୁପରହିଟ୍‌ ଫିଲ୍ମ ଦେଇସାରିଥିବା ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଜଟଣୀସ୍ଥିତ ଘରେ ବସିଥିବା ବେଳେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ତ୍ରୀ ପ୍ରତିମା ମଞ୍ଜରୀ ମିଶ୍ର ସୂଚନା ଦେଇଛନ୍ତି।
ଓଡ଼ିଶା ଚଳଚ୍ଚିତ୍ର ପାଇଁ ଦିଆଯାଉଥିବା ସର୍ବୋଚ ସମ୍ମାନ ଜୟଦେବ ପୁରସ୍କାରରେ ରାଜୁ ମିଶ୍ର ପୁରସ୍କୃତ ହୋଇଥିଲେ। ସେ ସାଗର ଗଙ୍ଗା, ରୂପା ଗାଁର ସୁନା କନିଆ, ସତ ମିଛ, ଉଲ୍‌କା, ପଥର ଖସୁଛି ବଡ଼ ଦେଉଲୁ, ମମତା ମାଗେ ମୁଲ ଭଳି ଫିଲ୍ମରେ ନିର୍ଦ୍ଦେଶନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ...

ପ୍ରେମ କରି ଧରିଥିଲେ ହାତ: ତଣ୍ଟି କାଟି ଜୀବନ ନେଲେ ସ୍ବାମୀ

ଖୋର୍ଦ୍ଧା ଅଫିସ,୧୦।୧୦: ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଗୁରୁଜଙ୍ଗରେ। ମୃତା ମହିଳା...

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୧ ମିନିଟ୍‌

ଭୁବନେଶ୍ୱର,୬ା୮(ବ୍ୟୁରୋ): କରୋନା ମହାମାରୀର ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଘର ପରିବାର ଭୁଲି ତ୍ୟାଗ ମନୋଭାବ ନେଇ କୋଭିଡ୍‌ ଯୋଦ୍ଧାମାନେ ଲୋକଙ୍କ ପାଇଁ କାମ କରିଚାଲିଛନ୍ତି। ଏପରିକି...

ଛତୁ ଫାର୍ମରେ ପ୍ରସ୍ତୁତ ହେଉଥିଲା ଗୁଟ୍‌ଖା

ବ୍ରହ୍ମପୁର ଅଫିସ/କୁକୁଡାଖଣ୍ଡି,୧୬।୩: ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକରେ ସକ୍ରିୟ ହେଇଛନ୍ତି ନକଲି ଗୁଟଖା ବେପାରୀ। ସୋମବାର ସନ୍ଧ୍ୟାରେ ବିଶ୍ୱସ୍ତ...

କାଳ ବୈଶାଖୀ ପ୍ରଭାବରେ କୁଆପଥର ମାଡ: ପରିବା ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା

କେନ୍ଦୁଝର, ୨୨ା୪(ସ୍ବ.ପ୍ର.): ମହାମାରୀ କରୋନା ନେଇ କେନ୍ଦୁଝର ଜିଲାର ପରିବା ଚାଷୀମାନେ ଅଭାବୀ ବିକ୍ରୀର ସମ୍ମୁଖୀନ ହେଉଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା...

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ...

ନାରୀ ନିର୍ଯାତନାକୁ ବିରୋଧ କରି କଂଗ୍ରେସର ଶୋଭାଯାତ୍ରା

ଭୁବନେଶ୍ୱର, ୬।୧୨ (ବ୍ୟୁରୋ):ରାଜ୍ୟରେ ନାରୀ ନିର୍ଯାତନା, ବଳାତ୍କାର, ହତ୍ୟା ଓ ଅସଦାଚରଣ ପ୍ରସଙ୍ଗ ବୃଦ୍ଧି ପାଉଥିବା ଘଟଣାକୁ ପିସିସି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ରାଜ୍ୟ ସରକାର...

ଏସ୍‌ସିବିରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର...

Advertisement
Archives

Model This Week