ଜୁନ ୧୦ରେ ରିଲଜ୍ ହେବ ‘ଜନହିତ ମେ ଜାରି’

ମୁମ୍ବାଇ: ଜୁନ୍ ୧୦ରେ ସିନେମା ହଲରେ ରିଲିଜ୍ ହେବ ସୋସିଆଲ କମେଡି ଫିଲ୍ମ ‘ଜନହିତ ମେ ଜାରି’ । ଜୟ ବସନ୍ତୁ ସିଂ ଏହାର ନିର୍ଦ୍ଦେଶନା ଦେଇଥିବା ବେଳେ ଏଥିରେ ଅନୁଜ ସିଂ ଟିନୁ ଆନନ୍ଦ, ବିଜୟ ରାଜ ଓ ପରିତୋଷ ତ୍ରିପାଠୀ ରହିଛନ୍ତି । ନିର୍ମାତାଙ୍କ ସହ ଫିଲ୍ମର ଅଭିନେତ୍ରୀ ନୁସରତ ଭରୁଚା ସୋସିଆଲ ମିଡିଆରେ ଏକ ସୁନ୍ଦର ଭିଡିଓ ରିଲିଜ୍ କରି ଏକ ୟୁନିକ ମେସେଜ୍ ଜରିଆରେ ଏହି ସୂଚନା ଦେଇଛନ୍ତି । ମେସେଜରେ ଲେଖାଯାଇଛି, ‘ଏକ ୱମନିୟା ହେ ସବ ପେ ଭାରୀ, ୟେ ସୂଚନା ହୈ ଜନହିତ ମେ ଜାରି!’
ବିନୋଦ ଭାନୁଶାଳୀ ଓ ରାଜ ସାଣ୍ଡିଲ୍ୟଙ୍କ ଦ୍ୱାରା ପ୍ରସ୍ତୁତ, ଭାନୁଶାଳୀ ଷ୍ଟୁଡିଓଜ ଲିମିଟେଡ ଓ ଶ୍ରୀ ରାଘବ ଏଣ୍ଟରଟେନମେଣ୍ଟ ଏଲଏଲପିର ସହଯୋଗରେ ଥିଙ୍କ ଇଙ୍କ ପିକଚର୍ସ ପ୍ରଡକ୍ସନର ଫିଲ୍ମ ଜନହିତ ମେ ଜାରିକୁ ବିନୋଦ ଭାନୁଶାଳୀ, କମଲେଶ ଭାନୁଶାଳୀ, ବିଶାଳ ଭାନୁଶାଳୀ, ରାଜ ସାଣ୍ଡିଲ୍ୟ, ବିମଲ ଲାହୋଟି, ଶ୍ରଦ୍ଧା ଜନ୍ଦାବରକରଙ୍କ ଦ୍ୱାରା ନିର୍ମାଣ କରାଯାଇଛି । ବଣ୍ଟି ରାଘବ ଓ ରାଜେଶ ରାଘବ ଓ ଜୁହି ପାରେଖ ମେହତା ଏହାର ସହ ନିର୍ମାତା ରହିଛନ୍ତି । ଜନହିତ ମେ ଜାରି ଜି ଷ୍ଟୁଡିଓଜ ଦ୍ୱାରା ରିଲିଜ କରାଯିବ । ଫିଲ୍ମର ପ୍ରଶଂସକ ଏହାକୁ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri