ସୀମା-ସଚିନଙ୍କୁ ନେଇ ଫିଲ୍ମ ‘କରାଚିରୁ ନଏଡା’

ମୁମ୍ବାଇ: ନିକଟରେ ସାମ୍‌ନାକୁ ଆସିଥିବା ସଚିନ- ସୀମାଙ୍କ ପ୍ରେମ କାହାଣୀ ବେଶ୍‌ ଚର୍ଚ୍ଚାରେ ରହିଛି। ଦୁହିଁଙ୍କ ପ୍ରେମ କାହାଣୀ ଏବେ ଘରେ ଘରେ ପରିଚିତ। ପ୍ରେମ ପାଇଁ ପାକିସ୍ତାନ କରାଚିର ସୀମା ସ୍ବାମୀଙ୍କୁ ଛାଡ଼ି ୪ ପିଲାଙ୍କୁ ଧରି ବେଆଇନ ଭାବେ ସୀମା ପାର କରି ଭାରତରେ ପ୍ରବେଶ କରିଥିଲେ। ନିକଟରେ ସେ ଫିଲ୍ମରେ ଅଭିନୟ କରିବେ ବୋଲି ଖବର ପ୍ରକାଶ ପାଇଥିଲାବେଳେ ଏବେ ତାଙ୍କ ଉପରେ ଏକ ଚଳଚ୍ଚିତ୍ର ନିର୍ମାଣ ହେବାକୁ ଯାଉଛି। ଯାହାର ନାମ ରହିବ ‘କରାଚିରୁ ନଏଡ଼ା’। ପ୍ରଯୋଜକ ଅମିତ ଯାନୀ ଆଗାମୀ ସପ୍ତାହରେ ଫିଲ୍ମର ଥିମ୍‌ ସଙ୍ଗ ରିଲିଜ୍‌ କରିବେ। ପୂର୍ବରୁ ମଧ୍ୟ ପ୍ରଯୋଜକ ଯାନୀ ସୀମାଙ୍କୁ ଏକ ସିନେମା ପାଇଁ ଅଫର କରିଥିଲେ। ଯେଉଁଥିପାଇଁ ସୀମା ପ୍ରସ୍ତୁତ ହୋଇଯାଇଥିଲେ ା ରାଜସ୍ଥାନ ଉଦୟପୁରର କହ୍ନେୟା ଲାଲ୍‌ ହତ୍ୟାକାଣ୍ଡ ଉପରେ ନିର୍ମିତ ଏକ ଫିଲ୍ମ ‘ଏ ଟେଲର ମର୍ଡର ଷ୍ଟୋରି’ରେ ସୀମାଙ୍କୁ ‘ର’ ଏଜେଣ୍ଟର ଅଭିନୟ ପାଇଁ ଅଫର ମିଳିଥିଲା। ଏଥିପାଇଁ ସୀମା ହଁ କହିଛନ୍ତି। ତେବେ ଫିଲ୍ମ ପ୍ରଯୋଜକ ଯାନୀଙ୍କୁ ମଧ୍ୟ ଏଥିପାଇଁ ଅନେକ ଧମକ ମିଳିଛି। ଏନେଇ ସେ ଟୁଇଟ କରି ଜଣାଇଛନ୍ତି। ଏହି ଧମକ ବାବଦରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ପୋଲିସକୁ ଅନୁରୋଧ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri