ରିଲିଜ ପୂର୍ବରୁ ଅକ୍ଷୟଙ୍କ ଫିଲ୍ମର ନାଁ ବଦଳିଲା

ବମ୍ବେ: ରିଲିଜ ପୂର୍ବରୁ ବଦଳିଲା ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଫିଲ୍ମ ‘ପୃଥ୍ବୀରାଜ’ର ନାମ। ଗୋଟିଏ ପଟେ ଅଧିନାୟକ ପ୍ରମୋଶନରେ ବ୍ୟସ୍ତ ଥିବା ବେଳେ ନିର୍ମାତାମାନେ ଏଭଳି ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇଛନ୍ତି। ଶ୍ରୀ ରାଜପୁତ କରଣୀ ସେନାର ବିରୋଧ ପରେ ନିର୍ମାତା ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ଏକ ଚିଠି ମଧ୍ୟ କରଣୀ ସେନାକୁ ପଠାଯାଇଛି।

ୟଶ ରାଜ ଫିଲ୍ମ ପ୍ରାଇଭେଟ୍‌ ଲିମିଟେଡ୍‌ ବ୍ୟାନର୍‌ରେ ନିର୍ମାଣ ହୋଇଛି ଅକ୍ଷୟଙ୍କ ଫିଲ୍ମ। ଏହା ରାଜା ପୃଥ୍ବୀରାଜଙ୍କ ଉପଲବ୍ଧି ଏବଂ ବାହାଦୁରୀକୁ ଲୋକଲୋଚନକୁ ଆଣିବାକୁ ଚାହୁଁଛି। ବିରୋଧକୁ ଦୃଷ୍ଟିରେ ରଖି ଏହାର ନାମ ‘ସମ୍ରାଟ ପୃଥ୍ବୀରାଜ’ ରହିବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି। ଏହା ଜୁନ ୩ରେ ପରଦାକ ଆସିବ। ପ୍ରମୁଖ ଭୂମିକାରେ ଅକ୍ଷୟଙ୍କ ସହ ମାନୁଷୀ ଛିଲ୍ଲରଙ୍କୁ ଦର୍ଶକେ ଦେଖିବାକୁ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri