ପିଏନ୍‌ବି ଦ୍ୱାରା ‘ଫିଲ୍ମ ସମୀକ୍ଷା ଲେଖା ପ୍ରତିଯୋଗିତା’

ଭୁବନେଶ୍ୱର,୧୨।୮:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ଏବଂ ଟାଉନ୍‌ ଅଫିସିଆଲ୍‌ ଲାଙ୍ଗୁଏଜ୍‌ ଇମ୍ପ୍ଲିମେଣ୍ଟସନ କମିଟି (ବ୍ୟାଙ୍କ) ଭୁବନେଶ୍ୱରର ସହଯୋଗିତାରେ ଏକ ‘ଫିଲ୍ମ ସମୀକ୍ଷା ଲେଖା ପ୍ରତିଯୋଗିତା’ ନିକଟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଟାଉନ ଅଫିସିଆଲ୍‌ ଲାଙ୍ଗୁଏଜ୍‌ ଇମ୍ପ୍ଲିମେଣ୍ଟସନ୍‌ କମିଟି (ବ୍ୟାଙ୍କ) ର ସହାୟକ ମହାପ୍ରବନ୍ଧକ ଏବଂ ଅନ୍ୟ ବ୍ୟାଙ୍କର ଅଫିସିଆଲ୍‌ ଲାଙ୍ଗୁଏଜ୍‌ ଅଧିକାରୀମାନେ ଉପସ୍ଥିତ ଥିଲେ। ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ପ୍ରବନ୍ଧକ ଉଦୟ ଭାସ୍କର ରେଡ୍ଡୀ ଉପସ୍ଥିତ ସମସ୍ତ ଅଧିକାରୀଙ୍କୁ ସ୍ବାଗତ କରିଥିଲେ ଏବଂ ଅଫିସିଆଲ୍‌ ଲାଙ୍ଗୁଏଜ୍‌ ପଲିସିର କାର୍ଯ୍ୟାନ୍ବୟନ ସମୀକ୍ଷା ନିମନ୍ତେ ଏହି ଟୋଲିକ୍‌ ଗଠନର ଉଦ୍ଦେଶ୍ୟ ବୋଲି ପ୍ରକାଶ କରିଥିଲେ। ଏହିପରି ପ୍ରତିଯୋଗିତା ବିଭିନ୍ନ ସମୟରେ ଆୟୋଜିତ ହେବା ସହ ପରସ୍ପର ସହିତ ଯୋଗାଯୋଗ ଏବଂ ଭାବାନୁପ୍ରଦାନ ଓ ସହଭାଗିତା ଏହା ମାଧ୍ୟମରେ ସହଜ ହେବ ବୋଲି ରେଡ୍ଡୀ ମତ ପ୍ରକାଶ କରିଥିଲେ। ବ୍ୟାଙ୍କର ଭୁବନେଶ୍ୱର ମଣ୍ଡଳ କାର୍ଯ୍ୟାଳୟର ଉପ-ମହାପ୍ରବନ୍ଧକ ଉମାକାନ୍ତ ଦାସ ସମସ୍ତ ଅଂଶଗ୍ରହଣକାରୀ ଏବଂ ଅଫିସିଆଲ୍‌ ଲାଙ୍ଗୁଏଜ୍‌ ଅଧିକାରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri