ଭାଇରାଲ ହେଉଛି ଅନୁପମଙ୍କ ଟୁଇଟର

ମୁମ୍ବାଇ: ଫିଲ୍ମ ‘ ଦ କଶ୍ମୀର ଫାଇଲ୍ସ’ର ପ୍ରଶଂସା ସମସ୍ତଙ୍କ ମୁହଁରୁ ଶୁଣିବାକୁ ମିଳୁଛି । ଦର୍ଶକ ହୁଅନ୍ତୁ ଅବା କ୍ରିଟିକ୍ସ, ରିଲିଜ ପରଠାରୁ ‘ଦ କଶ୍ମୀର ଫାଇଲ୍ସ’କୁ ବକ୍ସ ଅଫିସରେ ଖୁବ୍ ଭଲ ରେସପନ୍ସ ମିଳୁଛି । ଏହି ଫିଲ୍ମ ଦେଖିବା ପରେ ଦର୍ଶକେ ସୋସିଆଲ ମିଡିଆରେ ଭିନ୍ନ ଭିନ୍ନ ରିଆକ୍ସନ ଦେଉଛନ୍ତି । ଏହାସହ ଫିଲ୍ମର କଳାକାରଙ୍କର ବି ବେଶ୍ ପ୍ରଶଂସା କରାଯାଉଛି । ନିକଟରେ ଅଭିନେତା ଅନୁପମ ଖେର ଏକ ଟୁଇଟ ଶେୟାର କରି କହିଛନ୍ତି ଯେତେବେଳେ ବିମାନ ବନ୍ଦରରେ କେତେଜଣ ଦର୍ଶକ ତାଙ୍କ ଫିଲ୍ମକୁ ଦେଖିବା ପରେ ତାଙ୍କୁ ଭେଟିଥିଲେ କେମିତି ଥିଲା ସେମାନଙ୍କ ରେସପନ୍ସ ।
ଅନୁପମ ଲେଖିଛନ୍ତି, ଯେତେବେଳେ ବିମାନ ବନ୍ଦରରେ ତାଙ୍କୁ ୧୨-୧୫ ଜଣ ଘେରିଗଲେ ସେତେବେଳେ ସେମାନେ କହିଥିଲେ, କ୍ଷମା କରିବେ କଶ୍ମୀର ପଣ୍ଡିତଙ୍କ ସହ ଏମିତି ସବୁ ହୋଇଥିଲା । ଆଉ ସିକ୍ୟୁରିଟି ଗାର୍ଡ କହିଥିଲେ ଖେର ସାହେବ ଆପଣଙ୍କ ଫିଲ୍ମ ତ ଦୋହଲାଇଦେଲା । ଏହାର ଅର୍ଥ ହେଉଛି ‘ଦ କଶ୍ମୀର ଫାଇଲ୍ସ’ ଦର୍ଶକଙ୍କ ମନକୁ ଛୁଇଁ ପାରିଛି । ଦିନେ ଦୁଇଦିନ ପୂର୍ବରୁ ଫିଲ୍ମର କାଷ୍ଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ । ତେବେ ଏଭଳି କାହାଣୀକୁ ନେଇ ପିଲ୍ମ ନିର୍ମାଣ କରିବାର ସାହସ ଜୁଟାଇଥିବାରୁ ମୋଦି ସମ୍ପୂର୍ଣ୍ଣ ଟିମକୁ ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri