ଫିଲ୍ମ ଫେୟାର ଓଟିଟି ଆୱାର୍ଡସ ୨୦୨୨: ଅଭିଶେକ ବଚ୍ଚନ ଶ୍ରେଷ୍ଠ ଅଭିନେତା

ମୁମ୍ବାଇ: ଫିଲ୍ମ ଫେୟାର ଓଟିଟି ପୁରସ୍କାରର ଦୁଇଟି ସଫଳ ଆୟୋଜନ ପରେ ଚଳିତ ବର୍ଷ ବି ମୁମ୍ବାଇରେ ଓଟିଟି ଆୱାର୍ଡସ ୨୦୨୨ ଘୋଷଣା ହୋଇଛି । ନିଜ କାମର ଛାପ ଛାଡିଥିବା କଳାକାରମାନେ ୨୦୨୨ର ଫିଲ୍ମ ଫେୟାର ଓଟିଟି ପୁରସ୍କାର ବିଜେତା ହୋଇଛନ୍ତି । ଓଟିଟିର ବେଷ୍ଟ ଫିଲ୍ମ ଆୱାର୍ଡ ‘ଦଶମି’କୁ ମିଳିଛି । ଏଥର ଅଭିଶେକ ବଚ୍ଚନ ଶ୍ରେଷ୍ଠ ଅଭିନେତା ଭାବେ ମନୋନୀତ ହୋଇଛନ୍ତି । ସେହିପରି ବେଷ୍ଟ ସପୋର୍ଟିଂ ଆକ୍ଟର ୱେବ ଓରିଜିନାଲ ଫିଲ୍ମର ପୁରସ୍କାର ଅନିଲ କପୁରଙ୍କ ଦିଆଯାଇଛି । ଅନିଲ କପୁରଙ୍କୁ ଏହି ଆୱାର୍ଡ ଫିଲ୍ମ ଥାର ପାଇଁ ଦିଆଯାଇଛି ।
ଏହି ଆୱାର୍ଡ ଶୋ’ରେ ରବିନା ଟଣ୍ଡନ, ଦିୟା ମିର୍ଜା, ଜ୍ୟାକି ଶ୍ରଫ, ଜରିନ ଖାଁ, ରଶ୍ମୀ ଦେଶାଇ, ନିନା କୁଲକର୍ନି, ନୱାଜୁଦ୍ଦିନ ସିଦ୍ଦିକି, ନେହା ଧୁପିଆ, ଭୂମି ପେଡେନେକର, ଗୌହର ଖାଁ, ଅନିଲ କପୁର, ଜାଭେଦ ଜାଫରି ଆଦି ଯୋଗ ଦେଇଥିଲେ ।
ସବୁଠାରୁ ଲୋକପ୍ରିୟ ଓଟିଟି ସିରିଜରୁ ଗୋଟିଏ ପଞ୍ଚାୟତ ସିଜନ ୨ ବି ପୁରସ୍କାର ହାତେଇଛି । ପଞ୍ଚାୟତ ସିଜନ ୨ ପାଇଁ ଜିତେନ୍ଦ୍ର କୁମାର, ନିନା ଗୁପ୍ତା ଓ ରଘୁବୀର ଯାଦବଙ୍କୁ ଆୱାର୍ଡ ମିଳିଛି । ଜତେନ୍ଦ୍ରଙ୍କ୍‌ୁ ବେଷ୍ଟ ଆକ୍ଟର କ୍ରିଟିକ୍ସ, ନିନାଙ୍କୁ ବେଷ୍ଟ ସପୋର୍ଟିଂ ଆକ୍ଟ୍ରେସ ଓ ରଘୁବୀରଙ୍କୁ ବେଷ୍ଟ ସପୋର୍ଟିଂ ଆକ୍ଟର ଆୱାର୍ଡ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?