Advertisement

ଫିଲ୍ମ ନିର୍ମାତା ଶିବ କୁମାର ଖୁରାନାଙ୍କ ପରଲୋକ

ମୁମ୍ବାଇ,୨୮।୧୦: ଚଳଚ୍ଚିତ୍ର ନିର୍ମାତା ଶିବ କୁମାର ଖୁରାନାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ଅଧିକ ବୟସ ହୋଇଯାଇଥିବାରୁ ଦୀର୍ଘଦିନ ହେବ ଅସୁସ୍ଥ ଥିଲେ। ତେବେ ଚିକିତ୍ସିତ ଅବସ୍ଥାରେ ବ୍ରହ୍ମାକୁମାରୀ ଗ୍ଲୋବାଲ ହସ୍ପିଟାଲରେ ଶିବ କୁମାର ଶେଷ ନିଶ୍ୱାସ ତ୍ୟାଗ କରଛନ୍ତି।
୧୯୭୦-୮୦ ଦଶକରେ ଅନେକ ହିଟ୍‌ ଫିଲ୍ମ ନିର୍ମାଣ କରିଛନ୍ତି। ସେ ଖୁରାନା ବିନୋଦ ମେହେରା, ଅଶୋକ କୁମାର, ବିନୋଦ ଖାନ୍ନା ଏବଂ ଆନନ୍ଦ ମୁଖାର୍ଜୀଙ୍କ ଭଳି କଳାକାରଙ୍କ ସହ ମଧ୍ୟ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ-ସାରାଙ୍କ ବ୍ରେକ୍‌ଅପ୍‌

ମୁମ୍ବାଇ: ବଲିଉଡ୍‌ ଷ୍ଟାର୍‌ ସାରା ଅଲି ଖାନ୍‌ ଏବଂ କାର୍ତ୍ତିକ ଆର୍ୟନ୍‌ଙ୍କ ଫ୍ୟାନ୍ସଙ୍କ ପାଇଁ ଏକ ଦୁଃଖ ଖବର। ବଲିଉଡ୍‌ର ଏହି କ୍ୟୁଟ୍‌ ଲଭ୍‌-ବାର୍ଡଙ୍କ ବ୍ରେକ୍‌ଅପ୍‌...

ମା’ଙ୍କୁ ନେଇ ଇମୋସନାଲ ପୋଷ୍ଟ କଲେ ଅକ୍ଷୟ କୁମାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଫିଲ୍ମ ସହିତ ସୋସିଆଲ ମିଡିଆରେ ମଧ୍ୟ ଆକ୍ଟିଭ ରୁହନ୍ତି । ତାଙ୍କ ଅଭିନୟ ମାଧ୍ୟମରେ ଦର୍ଶକଙ୍କୁ ସେ ବାନ୍ଧି...

ଫିଲ୍ମରେ ନିଜ ଲୁକ୍‌କୁ ନେଇ ଟ୍ରୋଲ ହେଲେ ଅକ୍ଷୟ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ଫିଲ୍ମ ଚଳିତ ବର୍ଷ ଭଲ ପ୍ରଦର୍ଶନ କରିପାରିନାହିଁ। ତାଙ୍କର ଗୋଟିଏ ପରେ ଫିଲ୍ମ ଫ୍ଲପ୍‌ ହୋଇଯାଇଥିଲା। ହେଲେ ଅଭିନେତାଙ୍କ ଅପକମିଙ୍ଗ୍‌...

କିଛି ଏଭଳି ୟାମି-ଆଦିତ୍ୟଙ୍କ ଲଭ୍‌ଷ୍ଟୋରୀ: କେହି ବି ଟେର୍‌ ପାଇଲେନି; ଶୁଟିଂ ସେଟ୍‌ରୁ…

ବମ୍ବେ: ଲୁଚିଛପି ବିବାହ କରିଛନ୍ତି ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ୟାମି ଗୌତମ। ଆଦିତ୍ୟ ଧରଙ୍କୁ ସେ ବିବାହ କରିଥିବା ନେଇ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ...

କଙ୍ଗନାଙ୍କ ସ୍ବପ୍ନ ହେଲା ପୂରଣ

ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ବଲିଉଡ୍‌ର ଜଣେ ପ୍ରତିଭାସମ୍ପନ୍ନ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ନିଜ ଅଭିନୟ ଜରିଆରେ ସେ ଇଣ୍ଡଷ୍ଟ୍ରୀରେ ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି।...

୧୦୦ କୋଟିର ମାଲିକାଣୀ ଡିମ୍ପଲ ଗର୍ଲ

ମୁମ୍ବାଇ: ବଲିଉଡ୍‌ର ସଫଳ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ ଡିମ୍ପଲ ଗର୍ଲ ଦୀପିକା ପାଦୁକୋନ ବୁଧବାର ତାଙ୍କ ୩୬ତମ ଜନ୍ମଦିନ ପାଳିଛନ୍ତି। ବଲିଉଡ୍‌ କଳାକାରଙ୍କ ସମେତ ତାଙ୍କ...

ନେତାଙ୍କ ପୁଅ ବାହାଘରରେ ଧୂମ୍‌ ନାଚିଲେ ଅଭିନେତା

ମୁମ୍ବାଇ: ଏନ୍‌ସିପି ନେତା ତଥା ରାଜ୍ୟସଭା ଏମ୍‌ପି ପ୍ରଫୁଲ୍ଲ ପଟେଲଙ୍କ ପୁଅ ଜୟପୁରରେ ବିବାହ କରୁଛନ୍ତି। ଏହି ବିବାହ ଉତ୍ସବରେ ଯୋଗଦେବାକୁ ଆସିଥିବା ‘ଜୁମ୍ମେ କି...

ଅଭିନୟ ପାଇଁ କମାଇଥିଲେ ଓଜନ…

ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...

Advertisement
Archives

Model This Week