ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି: ୧୦ଟାରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨୫।୨: ରାତି ପାହିଲେ ମହାଶିବରାତ୍ରୀ। ଏନେଇ ଚଳଚଞ୍ଚଳ ହୋଇ ଉଠିଛି ଶୈବପୀଠ। ଏହି ପରିପ୍ରେକ୍ଷୀରେ ମହାଶିବରାତ୍ରୀରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି କିପରି ସୁଚାରୁରୁପେ ସମ୍ପାଦନ ହେବ ସେନେଇ ମଙ୍ଗଳବାର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା।

ବୈଠକର ନିଷ୍ପତ୍ତି କ୍ରମେ ବୁଧବାର ରାତି ୧୦ଟାରେ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ଉଠିବ ବୋଲି ଭୁବନେଶ୍ୱର ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦ ହେଲେ ଠିକ୍‌ ସମୟରେ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ ବୋଲି ସେ କହିଛନ୍ତି। ଏପରିକି ମହାପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନୀତିକାନ୍ତି ନିର୍ଦ୍ଧରିତ ସମୟରେ ହେବ ବୋଲି ମେୟର କହିଛନ୍ତି।

ଅନ୍ୟପକ୍ଷେ ମହାପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନୀତିକାନ୍ତି, ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ସହ ଠିକ୍‌ ସମୟରେ ମହାଦୀପ ଉଠିବା ନେଇ ବୈଠକରେ ସମସ୍ତେ ସହମତି ପ୍ରକାଶ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି କିପରି ସୂଚାରୁ ରୁପେ ସାମ୍ପଦନ ହେବ ସେନେଇ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏଥିରେ ସମସ୍ତେ ସହଯୋଗ କରିବେ ବୋଲି ବିଧାୟକ ବାବୁ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଉ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହ ୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri