Posted inଜାତୀୟ

୯ମ ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ବାତିଲ

ମୁମ୍ବାଇ,୮।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍ଗୀନ ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୯ମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ବାତିଲ ଘୋଷଣା କରିଛନ୍ତି। ଫଳରେ ବିନା ପରୀକ୍ଷାରେ ଛାତ୍ରୀଛାତ୍ର ପରବର୍ତ୍ତୀ ଶ୍ରେୀକୁ ଉନ୍ନୀତ ହେବେ। ଏନେଇ ମହାରାଷ୍ଟ୍ର ଶିକ୍ଷା ମନ୍ତ୍ରୀ ବଷା ଗାୟକ୍ୱାଡ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ର କରୋନା ସ୍ଥିତି ଗମ୍ଭୀର ହୋଇ ପଡିଥିବାବେଳେ ଅଫଲାଇନ୍‌ ପରୀକ୍ଷା ଆୟୋଜନ କରିବା ସମ୍ଭବ ନୁହେଁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ କମିଶନ ହେବେ ମହିଳା

ନୂଆଦିଲ୍ଲୀ,୨୪ା୭(ପି.ଟି.):ସୈନ୍ୟବାହିନୀରେ ମହିଳା ଅଫିସରମାନଙ୍କୁ ସ୍ଥାୟୀ କମିଶନ ପ୍ରଦାନ ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ନିର୍ଦ୍ଦେଶନାମା ଜାରି କରିଛି। ସଂକ୍ଷିପ୍ତ ସେବା କମିଶନ (ଏସ୍‌ଏସ୍‌ସି) ଯୋଜନାରେ ନିଯୁକ୍ତ ସମସ୍ତ...

ଜିମ୍‌ ବନ୍ଦ ହେବାରୁ ରାସ୍ତା ଉପରେ ବ୍ୟାୟାମ କଲେ ଲୋକେ

ମୁମ୍ବାଇ,୧୯।୩: ସବୁଆଡେ କରୋନା ଭାଇରସ ଭୟ। ଦିନକୁ ଦିନ ଏହା ବଢି ଚାଲି ଥିବାରୁ ଏହାକୁ ରୋକିବାକୁ ଯାଇ ସରକାର ବିଭିନ୍ନ ପ୍ରକାର କଟକଣା ଜାରି...

କାମ୍‌ରୁଜ୍ଜନ ସରକାରଙ୍କୁ ଫାଶୀଦଣ୍ଡ

କୋଲକାତା,୭।୭: ସିରିୟଲ କିଲର ଭାବେ ଜଣାଶୁଣା ପଶ୍ଚିମବଙ୍ଗର କାମ୍‌ରୁଜ୍ଜନ ସରକାରଙ୍କୁ ସୋମବାର ଫାଶୀ ଦଣ୍ଡାଦେଶ ଶୁଣାଯାଇଛି। ୯ ମହିଳାଙ୍କୁ ହତ୍ୟା କରିବା ଓ ସେମାନଙ୍କ ୨...

ଏହି ଅଭିନେତ୍ରୀଙ୍କୁ ବଲିଉଡ୍‌ର ‘ବିଷକନ୍ୟା’ କହିଲେ ମନ୍ତ୍ରୀ

ପାଟନା,୩୧।୭:ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ୍‌ ତଥା ରିୟା ଚକ୍ରବର୍ତ୍ତୀଙ୍କୁ ବିଷକନ୍ୟା ଆଖ୍ୟା ଦେଇଛନ୍ତି ବିହାର ସରକାରରେ ଯୋଜନା ଏବଂ ବିକାଶ ମନ୍ତ୍ରୀ...

ଭିକ୍କି କୌଶଲ- ଆୟୁଷ୍ମାନ ଖୁରାନା ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ,୨୩।୧୨: ଆୟୋଜିତ ହୋଇଯାଇଛି ୨୦୧୯ର ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଏହି...

ଆଜୀବନ କାରାଦଣ୍ଡ ଭୋଗୁଥିବା ୫୫ ମହିଳା କଏଦୀ ହେବେ ମୁକ୍ତ

ବିଜୟଓ୍ବାଡା,୭।୧୧: ଆନ୍ଧ୍ରପ୍ରଦେଶ ସରକାର ଆଜୀବନ କାରାଦଣ୍ଡ ଭୋଗୁଥିବା ୫୫ ମହିଳା କଏଦୀଙ୍କୁ ମୁକ୍ତ କରିବା ଲାଗି ଯୋଜନା କରିଛନ୍ତି। ରାଜ୍ୟର ବିଭିନ୍ନ ଜେଲ୍‌ରେ ଏହି ମହିଳା...

ଦେଶରେ ପ୍ରସ୍ତୁତ ହେଲାଣି ୩୨ ଲକ୍ଷ ମାସ୍କ୍‌: କାମରେ ଲାଗିଛନ୍ତି ୬୫ ହଜାରରୁ ଅଧିକ ଲୋକ

ନୂଆଦିଲ୍ଲୀ,୫ ।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । କରୋନାରୁ ଦୂରେଇ ରହିବା ଲାଗି ମାସ୍କ୍ ପିନ୍ଧିବା ଜରୁରୀ ବୋଲି...

କରୋନା ସଂକ୍ରମଣ: ପିତାଙ୍କ ମୃତଦେହ ନେବାକୁ ମନାକଲେ ପୁଅ; ତହସିଲଦାର କଲେ ଅନ୍ତିମ ସଂସ୍କାର

ଭୋପାଳ,୨୨।୪: କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।  ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବାକୁ ସରକାରଙ୍କ...

Advertisement

BGU

Archives

Model This Week

Why Dharitri