Posted inଖେଳ

ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନ: ପ୍ରକାଶ ପାଇଲା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୭ା୮: ଅଗଷ୍ଟ ୧୨ ତାରିଖରେ ହେବାକୁ ଥିବା ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀତାଲିକା ସୋମବାର ପ୍ରକାଶ ପାଇଛି।

୪ ଉପସଭାପତି ପାଇଁ ୫ ପ୍ରାର୍ଥୀଙ୍କ ମଧ୍ୟରେ ପୂର୍ବତନ ଭାରତୀୟ କୁସ୍ତିଯୋଦ୍ଧା କର୍ତ୍ତାର ସିଂ ରହିଛନ୍ତି। କର୍ତ୍ତାର (୧୯୭୮ ବ୍ୟାଙ୍କକ୍‌ ଓ ୧୯୮୬ ସିଓଲ) ୨ ଥର ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜେତା ହୋଇଥିଲେ। ସେ ପୂର୍ବତନ ଡବ୍ଲ୍ୟୁଏଫ୍‌ଆଇ ସେକ୍ରେଟାରୀ ଜେନେରାଲ ମଧ୍ୟ ରହିଥିଲେ। ତାଙ୍କ ନିକଟରେ ଯଥେଷ୍ଟ ପ୍ରଶାସନିକ ଅଭିଜ୍ଞତା ରହିଛି। ଉପସଭାପତି ପାଇଁ ପାର୍ଥୀ ହୋଇଥିବା ଅନ୍ୟମାନେ ହେଲେ ଅସିତ କୁମାର ଶାହା(ବେଙ୍ଗଲ), ଜୟ ପ୍ରକାଶ(ଦିଲ୍ଲୀ), ମୋହନ ଯାଦବ(ମଧ୍ୟପ୍ରଦେଶ) ଏବଂ ଏନ୍‌ ଫୋନି (ମଣିପୁର)। ସଭାପତି ପଦବୀ ପାଇଁ ଡବ୍ଲ୍ୟୁଏଫ୍‌ଆଇର ବିଦାୟୀ ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କ ଅନୁଗତ ଭାବେ ଜଣାଶୁଣା ସଞ୍ଜୟ କୁମାର ସିଂ(ଉତ୍ତର ପ୍ରଦେଶ) ଏବଂ ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ଅନୀତା ଶେଓରାନଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri