Posted inଖେଳ

ବୁଧବାର ଶେଷ ଏକ ଦିବସୀୟ: ସିରିଜ ଜିତିବା ଟିମ୍‌ ଇଣ୍ଡିଆର ଲକ୍ଷ୍ୟ…

ଚେନ୍ନାଇ,୨୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କର ବା ମର ସ୍ଥିତିରେ ଟିମ୍‌ ଇଣ୍ଡିଆ ସିରିଜ ଜିତିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ପ୍ରଥମ ଦିନିକିଆ ୫ ୱିକେଟ ଜିତିବା ପରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦ୍ୱିତୀୟ ଦିନିକିଆ ୧୦ ୱିକେଟରେ ହାରିଥିଲା। ଏଭଳି ପରିସ୍ଥିତିରେ ତୃତୀୟ ତଥା ଶେଷ ମ୍ୟାଚ ଟିମ୍‌ ଇଣ୍ଡିଆ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ୨୨ ମାର୍ଚ୍ଚ ବୁଧବାର ଦିନ ଖେଳାଯିବ ।

ଭାରତୀୟ ସମୟ ଅପରାହ୍ନ ସାଢ଼େ ଗୋଟାଏରୁ ମ୍ୟାଚ ଆରମ୍ଭ ହେବ। ଟସ ଅପରାହ୍ନ ଗୋଟାଏରେ ହେବ।

ଷ୍ଟାର ସ୍ପୋର୍ଟସ ନେଟୱାର୍କର ଭାରତ ଏବଂ ଅଷ୍ଟ୍ରେଲିଆ ଏକଦିବସୀୟ ସିରିଜକୁ ଟେଲିକଷ୍ଟ କରିବାର ଅଧିକାର ଅଛି । ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ହିନ୍ଦୀ ଏବଂ ଇଂଲିଶ ବ୍ୟତୀତ ଦେଶର ଅନ୍ୟ ଭାଷାରେ କମେଣ୍ଟ୍ରି ସହିତ ଏହି ମ୍ୟାଚ ଦେଖିହେବ।

ଏହି ମ୍ୟାଚର ଲାଇଭ-ଷ୍ଟ୍ରିମିଂ ଭାରତର ହଟଷ୍ଟାର ଆପରେ ଦେଖିବାକୁ ମିଳିବ। ଏହି ମ୍ୟାଚ ଡିଡି ଫ୍ରି ଡିସରେ ଡିଡି ସ୍ପୋର୍ଟସ ଚ୍ୟାନେଲରେ ମାଗଣାରେ ଦେଖାଯାଇପାରିବ। ଏହି ମ୍ୟାଚର ଲାଇଭ ଟେଲିକାଷ୍ଟକୁ ଜିଓ ଟିଭିରେ ମଧ୍ୟ ଦେଖିହେବ। ଏଥିପାଇଁ କୌଣସି ଶୁଳ୍କର ଆବଶ୍ୟକତା ନାହିଁ। ଟାଟା ସ୍କାଏ ସଂଯୋଗ ଥିବା ଗ୍ରାହକ ଟାଟା ପ୍ଲେ ଆପରେ ମ୍ୟାଚ ମଧ୍ୟ ଦେଖିପାରିବେ। ଏଥିପାଇଁ ଅତିରିକ୍ତ ଦେୟର ଆବଶ୍ୟକତା ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri