ଅଗଷ୍ଟ ୧୯ରୁ ସ୍ନାତକ ଶେଷ ସେମିଷ୍ଟାର

ଭୁବନେଶ୍ୱର,୨୩।୭: ଅଗଷ୍ଟ ୧୯ ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ହେବ । ସେପ୍ଟେମ୍ବର ୨୭ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦିଆଯାଇଛି ।

ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟରେ ୨୦୨୧-୨୨ ଶିକ୍ଷାବର୍ଷ ନାମ ଲେଖା ପାଇଁ ଅଗଷ୍ଟ ୨୧ରୁ ପ୍ରବେଶିକା ପରୀକ୍ଷାର ଆୟୋଜନ କରାଯିବ । ଏହା ସେପ୍ଟେମ୍ବର ୧ ତାରିଖ ଯାଏଁ ଜାରି ରହିବ । ସେହିପରି ଅକ୍ଟୋବର ୧୫ ତାରିଖ ସୁଦ୍ଧା ସ୍ନାତକୋତ୍ତର ପ୍ରଥମ ସେମିଷ୍ଟାର ପାଇଁ ନାମଲେଖା ଶେଷ ହେବ ।

ସ୍ନାତକୋତ୍ତର ଶେଷ ସେମିଷ୍ଟାର ପିଲାଙ୍କ ପରୀକ୍ଷା ଅଗଷ୍ଟ ୩୧ ସୁଦ୍ଧା ଶେଷ କରିବାକୁ ବିଭାଗ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି । ପରୀକ୍ଷା ଫଳ ସେପ୍ଟେମ୍ବର ୨୦ ସୁଦ୍ଧା ପ୍ରକାଶ ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri