Posted inଖେଳ

ସିଏସକେକୁ ଫାଇନାଲ ଟିକଟ…

ଚେନ୍ନାଇ,୨୩।୫ : ଆଇପିଏଲ ୨୦୨୩ର ପ୍ରଥମ କ୍ୱାଲିଫାୟର ମ୍ୟାଚରେ ଗୁଜରାଟ ଟାଇଟାନ୍ସ (ଜିଟି ) ବିପକ୍ଷରେ  ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)   ୧୫ ରନରେ ବିଜୟ ହାସଲ କରିଛି । ଏହା ସହିତ ସିଏସକେକୁ ଫାଇନାଲ ଖେଳିବାର ଟିକଟ ମିଳିଛି। ସିଏସକେକୁ ଦଶମ ଥର ପାଇଁ ଆଇପିଏଲ ଫାଇନାଲରେ ଖେଳିବାର ସୁଯୋଗ ମିଳିଛି। ଜିଟି ଏବେ ଏଲିମିନେଟର ମ୍ୟାଚର ବିଜେତା ସହ ଖେଳିବ।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଜିଟି ୨୦ ଓଭରରେ  ୧୦ ୱିକେଟ ହରାଇ ୧୫୭  ରନ କରିଥିଲା ।

ଜିଟି ପକ୍ଷରୁ ରିଦ୍ଧିମାନ ଶାହା ୧୨ ରନ କରିଥିବା ବେଳେ ଶୁଭମାନ ଗିଲ ୪୨ ରନ, ଦାସୁନ ଶାନାକା ୧୭ ରନ, ହାର୍ଦ୍ଦିକ ପାଣ୍ଡ୍ୟା ୮ ରନ, ଡେଭିଡ ମିଲର ୪ ରନ, ରଶିଦ ଖାନ ୩୦ରନ , କରିଥିଲେ ।

ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଜିଟି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ସିଏସକେ ଦଳ ଅଧିନାୟକ ଏମଏସ ଧୋନିଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ସିଏସକେ ଦଳ ୭ ଓ୍ବିକେଟ ହରାଇ ୧୭୨ ରନ କରିଥିଲା। ଫଳରେ ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୭୩ ରନ  ଥିଲା।

ସିଏସକେ ପକ୍ଷରୁ ଋତୁରାଜ ଗାଇକ୍ୱାଡ ୬୦ ରନ କରିଥିବାବେଳେ ଡେଭେନ କୋନଓ୍ବେ ୪୦ ରନ, ଅଜିଙ୍କ୍ୟ ରାହାଣେ ୧୭ ରନ, ଅମ୍ବାତି ରାୟଡୁ ୧୭ ରନ, ରବୀନ୍ଦ୍ର ଜାଡେଜା ୨୨ ରନ, ମୋଇନ ଅଲ୍ଲ୍ଲୀ ୯ ରନ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri