୨୪ରେ ଚୂଡ଼ାନ୍ତ ଭୋଟର ଲିଷ୍ଟ୍‌

ଭୁବନେଶ୍ୱର,୩ା୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଭାରତର ନିର୍ବାଚନ କମିଶନଙ୍କ ଭୋଟର ତାଲିକାକୁ ଆଧାର କରି ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ କରାଯିବ। ଯେଉଁମାନଙ୍କର ନାମ ବିଧାନସଭା ନିର୍ବାଚନମଣ୍ଡଳୀ ଭୋଟର ତାଲିକାରେ ଥିବ ଏବଂ ଭୁଲବଶତଃ ପୌର ନିର୍ବାଚନ ପାଇଁ ପ୍ରସ୍ତୁତ ଓ୍ବାର୍ଡଓ୍ବାରି ତାଲିକାରେ ନ ଥିବ ସେମାନେ ନାମ ଅନ୍ତର୍ଭୁକ୍ତ କରିପାରିବେ। ପୌରାଞ୍ଚଳ ପାଇଁ ଫେବୃୟାରୀ ୧୦ରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ ପାଇବ। ଏହାପରେ ଦାବି ଓ ଆପତ୍ତି ଅଭିଯୋଗ ପାଇଁ ୬ ଦିନ ସମୟ ଦିଆଯିବ। ତେବେ ତାଲିକାରେ ନୂଆ ଭୋଟରଙ୍କ ନାମ ଉଠିବ ନାହିଁ। କେବଳ ୱାର୍ଡ ପରିବର୍ତ୍ତନ ହୋଇପାରିବ ବୋଲି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ କହିଛନ୍ତି।

ଫେବୃୟାରୀ ୧୧ରୁ ୧୬ ପର୍ଯ୍ୟନ୍ତ ଆପତ୍ତି ଅଭିଯୋଗ ଦାଖଲ ହୋଇପାରିବ। ୧୮ ତାରିଖ ସୁଦ୍ଧା ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ଫଇସଲା ହେବ। ଏହାପରେ ଫେବୃୟାରୀ ୨୪ରେ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ ହେବ ଓ ୨୮ରେ ନିର୍ବାଚନ କମିଶନଙ୍କୁ ଭୋଟର ତାଲିକା ପ୍ରଦାନ କରାଯିବ। ଏଥିସହ ୨୮ ସୁଦ୍ଧା ଭୋଟର ତାଲିକା ପ୍ରସ୍ତୁତି କାର୍ଯ୍ୟ ଶେଷ ହେବ। ରାଜ୍ୟର ୪୮ ମ୍ୟୁନିସିପାଲିଟି, ୫୯ ଏନ୍‌ଏସି ଓ ୩ ମହାନଗର ପାଇଁ ତାଲିକା ପ୍ରକାଶ ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?