ଶେଷରେ ମାନିଲା ପାକିସ୍ତାନ: ୩୭୦ ହଟାଇବା ଭାରତର ଆଭ୍ୟନ୍ତରୀଣ ମାମଲା…

ଇସଲାମାବାଦ୍‌/ନୂଆଦିଲ୍ଲୀ,୮।୫: ଶେଷରେ ପାକିସ୍ତାନ ଭାରତର ଜମ୍ମୁ-କଶ୍ମୀର ନୀତିକୁ ମାନିଛି। ୩୭୦ ଅନୁଚ୍ଛେଦ ହଟାଇବା ଭାରତର ଆଭ୍ୟନ୍ତରିଣ ମାମଲା ବୋଲି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମାହମୁଦ୍‌ କ୍ୟୁରେଶି କହିଛନ୍ତି। ଏହା ପୂର୍ବରୁ ପାକିସ୍ତାନ ଏହି ପ୍ରସଙ୍ଗରେ ଭାରତ ସରକାରଙ୍କୁ ବିରୋଧ କରି ଆସୁଥିଲା। ତେବେ ୨୧ ମାସ ପରେ ପାକିସ୍ତାନ ସରକାର ଭାରତର ପଦକ୍ଷେପକୁ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri