ଶେଷରେ ସୁଇଟିଙ୍କୁ ମିଳିଲା ପୁରସ୍କାର: ଖୁସିବ୍ୟକ୍ତ କରି କହିଲେ…

ଗଞ୍ଜାମ,୧।୯(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ଧନ୍ଦା ମୂଳକ ଶିକ୍ଷା (ଭୋକେଶନାଲ)ରେ ଟପ୍ପର ଛାତ୍ରୀ ସୁଇଟି ନାୟକ ଫାଷ୍ଟ ପ୍ରାଇଜ ପ୍ରଦାନ କରାଯିବା ସହ ସମ୍ବର୍ଦ୍ଧନା ଦିଆଯାଇଥିଲା l ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ଏନଏସି ପ୍ରଶାସନ ପକ୍ଷରୁ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ ଏବଂ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅପର୍ଣ୍ଣା ଡାଙ୍ଗୁଆ ପୁରସ୍କୃତ କରିଥିଲେ l ସୁଇଟି ଗତ ପରୀକ୍ଷାରେ ସର୍ବୋଚ୍ଚ ୪୬୯ ମାର୍କ ରଖି କ୍ଲାସ ଟପ୍ପର ହୋଇଥିଲେ ମଧ୍ୟ କଲେଜ ପ୍ରତିଷ୍ଠା ଉତ୍ସବରେ ଭୋକେଶନାଲ ମୁଖ୍ୟଙ୍କ ବେପରୁଆ ମନୋଭାବ ଯୋଗୁ ପୁରସ୍କୃତ ହେବାରୁ ବଞ୍ଚିତ ହୋଇଥିଲେ। ଦ୍ୱିତୀୟ ଓ ତୃତୀୟ ହୋଇଥିବା ପିଲା ପୁରସ୍କାର ପାଇଥିଲେ l କଲେଜ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକୁ ସେତେବେଳେ ବିଭିନ୍ନ ଛାତ୍ର ସଂଗଠନ ଓ ବୁଦ୍ଧିଜୀବୀ ଦୃଢ ନିନ୍ଦା କରିଥିଲେ l ପୁରସ୍କାର ପାଇବା ପରେ ସୁଇଟି ଖୁସିବ୍ୟକ୍ତ କରିବା ସହ ବାପା ବାବୁ ନାୟକ ଓ ବଡ଼ ଭଉଣୀ ରେଶମା ନାୟକଙ୍କ ପ୍ରେରଣା ଯୋଗୁ ସେ କଠିନ ପରିଶ୍ରମ କରି ଏହି ସଫଳତା ପାଇଥିବା ସୁଇଟି ଗଣମାଧ୍ୟମ ସୂଚନା ଦେଇଛନ୍ତି l

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri