ଶେଷରେ ସୁଇଟିଙ୍କୁ ମିଳିଲା ପୁରସ୍କାର: ଖୁସିବ୍ୟକ୍ତ କରି କହିଲେ…

ଗଞ୍ଜାମ,୧।୯(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ଧନ୍ଦା ମୂଳକ ଶିକ୍ଷା (ଭୋକେଶନାଲ)ରେ ଟପ୍ପର ଛାତ୍ରୀ ସୁଇଟି ନାୟକ ଫାଷ୍ଟ ପ୍ରାଇଜ ପ୍ରଦାନ କରାଯିବା ସହ ସମ୍ବର୍ଦ୍ଧନା ଦିଆଯାଇଥିଲା l ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ଏନଏସି ପ୍ରଶାସନ ପକ୍ଷରୁ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ ଏବଂ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅପର୍ଣ୍ଣା ଡାଙ୍ଗୁଆ ପୁରସ୍କୃତ କରିଥିଲେ l ସୁଇଟି ଗତ ପରୀକ୍ଷାରେ ସର୍ବୋଚ୍ଚ ୪୬୯ ମାର୍କ ରଖି କ୍ଲାସ ଟପ୍ପର ହୋଇଥିଲେ ମଧ୍ୟ କଲେଜ ପ୍ରତିଷ୍ଠା ଉତ୍ସବରେ ଭୋକେଶନାଲ ମୁଖ୍ୟଙ୍କ ବେପରୁଆ ମନୋଭାବ ଯୋଗୁ ପୁରସ୍କୃତ ହେବାରୁ ବଞ୍ଚିତ ହୋଇଥିଲେ। ଦ୍ୱିତୀୟ ଓ ତୃତୀୟ ହୋଇଥିବା ପିଲା ପୁରସ୍କାର ପାଇଥିଲେ l କଲେଜ କର୍ତ୍ତୃପକ୍ଷଙ୍କ କାର୍ଯ୍ୟକୁ ସେତେବେଳେ ବିଭିନ୍ନ ଛାତ୍ର ସଂଗଠନ ଓ ବୁଦ୍ଧିଜୀବୀ ଦୃଢ ନିନ୍ଦା କରିଥିଲେ l ପୁରସ୍କାର ପାଇବା ପରେ ସୁଇଟି ଖୁସିବ୍ୟକ୍ତ କରିବା ସହ ବାପା ବାବୁ ନାୟକ ଓ ବଡ଼ ଭଉଣୀ ରେଶମା ନାୟକଙ୍କ ପ୍ରେରଣା ଯୋଗୁ ସେ କଠିନ ପରିଶ୍ରମ କରି ଏହି ସଫଳତା ପାଇଥିବା ସୁଇଟି ଗଣମାଧ୍ୟମ ସୂଚନା ଦେଇଛନ୍ତି l

 


Enter your email to get our daily news in your inbox.

All Right Reserved By Dharitri.Com

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri