Posted inଜାତୀୟ

ଶେଷରେ ବଦଳି ଗଲା କଂଗ୍ରେସର ପତ୍ତା! ଆମେଠି ନୁହେଁ ଏହି ଆସନରୁ ଲଢିପାରନ୍ତି ରାହୁଲ

ନୂଆଦିଲ୍ଲୀ,୨।୫: ଗାନ୍ଧୀ ପରିବାରର ଗଡ଼ ହୋଇ ରହିଥିବା ଉତ୍ତର ପ୍ରଦେଶର ଆମେଠି ଏବଂ ରାଏବରେଲି ଆସନ ସମ୍ପର୍କରେ କଂଗ୍ରେସ ଏପର୍ଯ୍ୟନ୍ତ କାର୍ଡ ଖୋଲିନାହିଁ। ଏହି ସମୟରେ, ଏକ ସୂତ୍ରରୁ ପ୍ରକାଶ ଯେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେଠି ବଦଳରେ ରାଏବରେଲିରୁ ନିର୍ବାଚନ ଲଢିପାରନ୍ତି।
ଏଥି ସହିତ କଂଗ୍ରେସ ବିଜେଡି ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ବିରୋଧରେ ଆମେଠିରୁ କେ.ଏଲ ଶର୍ମାଙ୍କୁ ପ୍ରାର୍ଥି କରିପାରେ। ଦଳ ଗୁରୁବାର (ମଇ ୨, ୨୦୨୪) ଅପରାହ୍ନରେ ୟୁପିର ଉଭୟ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧…

ଆମେରିକା-ଇରାନ ଯୁଦ୍ଧ ଆମକୁ ଆଉ ଦରକାର ନାହିଁ, କାହିଁକି ରାଗି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୮ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ ବ୍ରିଟେନର ସମର୍ଥନର ଅଭାବକୁ ଉଲ୍ଲେଖ କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ଷ୍ଟାର୍‌ମରଙ୍କୁ ଟାର୍ଗେଟ କରି…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri