ପିପିଲି ଉପନିର୍ବାଚନରେ ହେବ ତ୍ରିମୁଖୀ ଲଢ଼େଇ: ଶେଷରେ ଅଜିତ ମଙ୍ଗରାଜଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ପୁରୀ ଅଫିସ,୨୯।୩: ଭାଜପା ଓ ବିଜେଡି ପରେ ପିପିଲି ଉପନିର୍ବାଚନ ପାଇଁ ଶେଷରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ତେବେ ଦଳ ଏଥର ପୁଣି ବରିଷ୍ଠ ନେତା ଅଜିତ ମଙ୍ଗରାଜଙ୍କ ଉପରେ ଭରସା କରି ତାଙ୍କୁ ପ୍ରାର୍ଥୀ କରିଛି। ୨୦୧୯ ସାଧାରଣ ନିର୍ବାଚନରେ ଅଜିତ ପିପିଲିରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ଭାଜପାରୁ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡିରୁ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ରପ୍ରତାପ ଟିକେଟ ପାଇଛନ୍ତି। ପିପିଲିରେ ରୁଦ୍ର-ଆଶ୍ରିତ-ଅଜିତଙ୍କ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri