Posted inଜାତୀୟ

ଅର୍ଥମନ୍ତ୍ରୀ ଏମ୍ସରେ ଭର୍ତ୍ତି…

ନୂଆଦିଲ୍ଲୀ,୨୬।୧୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସୋମବାର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଇଛି ଯେ ସୀତାରମଣଙ୍କୁ ହସ୍ପିଟାଲର ପ୍ରାଇଭେଟ ୱାର୍ଡରେ ରଖାଯାଇଛି। ୬୩ ବର୍ଷ ବୟସ୍କା ସୀତାରମଣଙ୍କୁ ମଧ୍ୟାହ୍ନ ପ୍ରାୟ ୧୨ ଟା ବେଳେ ହସ୍ପିଟାଲ ନିଆଯାଇଥିଲା। ତେବେ ତାଙ୍କର କ’ଣ ସ୍ବାସ୍ଥ୍ୟ ସମସ୍ୟା ହୋଇଛି ସେ ସମ୍ବନ୍ଧରେ ସୂଚନା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତାଙ୍କର ଯାଞ୍ଚ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ରାଜ୍ୟ ଅଧ୍ୟକ୍ଷଙ୍କଠାରୁ ଇସ୍ତଫା ମାଗିଲେ ସୋନିଆ…

ନୂଆଦିଲ୍ଲୀ, ୧୫।୩ : ବିଧାନସଭା ନିର୍ବାଚନରେ ୫ ରାଜ୍ୟରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦଳର ପୁନର୍ଗଠନ ପ୍ରକିୟା ଆରମ୍ଭ କରିଛନ୍ତି।...

କ୍ୟାବିନେଟ୍‌ ବୈଠକରେ ୪ ନିଷ୍ପତ୍ତି: ୮୧ କୋଟିରୁ ଅଧିକ ଗରିବଙ୍କୁ ନଭେମ୍ବର ଯାଏଁ ମାଗଣା ରାଶନ

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟ୍‌ ବୈଠକ ୭ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୪ ଗୁରୁତ୍ୱପୂର୍ଣ୍ଣ...

ଜାମିଆ ହିଂସା ମାମଲା: ୧୦ ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ହେଲେ ନାହାନ୍ତି ଛାତ୍ର

ନୂଆଦିଲ୍ଲୀ,୧୭।୧୨: ରାଜଧାନୀ ଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟରେ ଉପୁଜିଥିବା ହିଂସା ପରିସ୍ଥିତି ଏପର୍ଯ୍ୟନ୍ତ ଥମି ନାହିଁ। ଏହା ଦେଶର ଅନ୍ୟ ଭାଗକୁ ବ୍ୟାପିଥିବା ଲକ୍ଷ୍ୟ...

ବେତନ ପାଇବା ମୌଳିକ ଅଧିକାର: ହାଇକୋର୍ଟ

ନୂଆଦିଲ୍ଲୀ, ୨୧।୧(ଆଇଏଏନ୍‌ଏସ୍‌): ବେତନ ଗ୍ରହଣ କରିବା ଏକ ମୌଳିକ ଅଧିକାର। ଭାରତୀୟ ସମ୍ବିଧାନରେ ଏହା ପ୍ରତିଷ୍ଠାପିତ ହୋଇଥିବା ଦିଲ୍ଲୀ ହାଇକୋର୍ଟ ବୁଧବାର କହିଛନ୍ତି। ଦିଲ୍ଲୀ ପୌର...

ବର ସହ ନିକାହ କରିବାକୁ ମନା କରିବା ପରେ ଥାନାରେ ଧରିଲେ ପ୍ରେମିକଙ୍କ ହାତ

ଲକ୍ଷ୍ନୌ,୨୩।୩: ପରିବାରର ଲୋକଙ୍କ ଚାପରେ ବିବାହ କରୁଥିବା ଜଣେ ମୁସଲିମ ଯୁବତୀ ଅନ୍ତିମ ମିନିଟ୍‌ରେ ପୋଲିସକୁ ଡକାଇ ନିକାହ କାର୍ଯ୍ୟକ୍ରମକୁ ବାତିଲ କରିଥିଲେ। ତା’ ପରେ...

ଏଣିକି ଆମେରିକା ଯାଇପାରିବେ କୋଭାକ୍ସିନ୍‌ ନେଇଥିବା ବ୍ୟକ୍ତି

ୱାଶିଂଟନ,୪।୧୧: ଭାରତର ସ୍ବଦେଶୀ ଟିକା କୋଭାକ୍ସିନର ଉଭୟ ଡୋଜ୍‌ ନେଇଥିବା ବ୍ୟକ୍ତି ଏଣିକି ବିନା ଦ୍ୱିଧାରେ ଆମେରିକା ଯାତ୍ରା କରିପାରିବେ। ଏନେଇ ଆମେରିକା ପ୍ରଶାସନ ସବୁଜ...

ଦୈନିକ ସଂକ୍ରମଣ ୧୨ ହଜାର ଟପିଲା…

ନୂଆଦିଲ୍ଲୀ, ୧୬।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ସୋନିଆଙ୍କ ହେଲଥ୍‌ ଅପଡେଟ୍‌ ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଗତ କିଛି ଦିନରୁ ଅସୁସ୍ଥ ଅଛନ୍ତି। ନିକଟରେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଜୁନ ୧୨ରେ...

Advertisement
Archives

Model This Week