ଆଶ୍ୱାସନା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ମୁଦ୍ରାସ୍ଫୀତିକୁ ନେଇ ଲୋକ ସଭାରେ ଆଶ୍ୱାସନା ଦେଇଛନ୍ତି। ମୁଦ୍ରାସ୍ଫୀତି ଆହୁରି ହ୍ରାସ କରିବାକୁ ସରକାର ପଦକ୍ଷେପ ନେବେ ବୋଲି ସେ କହିଛନ୍ତି।
ଲୋକ ସଭାରେ ମୁଦ୍ରାସ୍ଫୀତିକୁ ନେଇ ଆଲୋଚନା ବେଳେ ସୀତାରମଣ କହିଛନ୍ତି, ନଭେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ୬.୭୭ ପ୍ରତିଶତରୁ ୫.୮ ପ୍ରତିଶତକୁ ହ୍ରାସ ପାଇଛି। ସାଧାରଣ ଲୋକଙ୍କ ପାଇଁ ମୁଦ୍ରାସ୍ଫୀତି ଆହୁରି ହ୍ରାସ ପାଇବ। ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ସ୍ଥିତିକୁ ସରକାର ନିରନ୍ତର ନଜର ରଖିଛନ୍ତି।
ସେ ଆହୁରି ମଧ୍ୟ ସ୍ପଷ୍ଟ କରିଛନ୍ତି, ଏବେ ମାନ୍ଦାବସ୍ଥାର କୌଣସି ବିପଦ ନାହିଁ, କାରଣ ମୁଦ୍ରାସ୍ଫୀତି ସ୍ତର ସହିତ ଭାରତ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମଧ୍ୟରୁ ଅନ୍ୟତମ। ଆର୍ଥିକ ନିଅଣ୍ଟ ସମ୍ପର୍କରେ ଅର୍ଥମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷ ପାଇଁ ଜିଡିପିର ୬.୪ ପ୍ରତିଶତ ଆର୍ଥିକ ନିଅଣ୍ଟ ଲକ୍ଷ୍ୟ ପୂରଣ କରିବାକୁ ସରକାର ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri