୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ: ଆୟବ୍ୟୟ ନେଇ ବିସ୍ତୃତ ତଥ୍ୟ ଦେଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ରେକର୍ଡ ପରିମାଣର ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ଏଥର ବଜେଟ୍‌ରେ ଅନେକ ନୂଆ ଯୋଜନା ଘୋଷଣା କରାଯିବା ସହ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଯୁବବର୍ଗ, ମହିଳା, ଅନୁସୂଚିତ ଜାତି, ଜନଜାତି ଏବଂ ପଛୁଆ ବର୍ଗ ଆଦି କ୍ଷେତ୍ରକୁ ପ୍ରାଥମିକତା ଦିଆଯାଇଛି। ଚଳିତ ବର୍ଷଠାରୁ ଆସନ୍ତା ଆର୍ଥିକ ବର୍ଷର ବ୍ୟୟବରାଦ ୧୫% ଅଧିକ ରହିଛି।

ବଜେଟରେ ଆୟ ବ୍ୟୟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି, ଆୟ ବାବଦରେ ରାଜ୍ୟ ଟିକସ ୫୩ ହଜାର କୋଟି, ଅଣ ଟିକସ ୫୨୫୦୦ କୋଟି, ଅଂଶଧନ ଟିକସ ୪୬୨୫୧ କୋଟି, କେନ୍ଦ୍ର ଅନୁଦାନ ୩୨୭୪୮ କୋଟି, ବିଭିନ୍ନ କ୍ଷେତ୍ରରୁ ଋଣ ଆଦାୟ ୮୭୦ କୋଟି ଟଙ୍କା, ବିଭିନ୍ନ କ୍ଷେତ୍ରରୁ ଋଣ ୩୩ ହଜାର ୬୩୦ କୋଟି, ଭବିଷ୍ୟନିଧି ଓ ଅନ୍ୟ ପାଣ୍ଠିରୁ ୧୧ ହଜାର କୋଟି ମିଳିବ।

ସେହିଭଳି ଦରମା, ପେନସନ ଓ ଅନ୍ୟାନ୍ୟ ରାଜସ୍ବ ଲାଗି ବ୍ୟୟ- ୧, ୩୯, ୫୨୦ କୋଟି, ପୁଞ୍ଜି ବ୍ୟୟ- ୫୧, ୬୮୨ କୋଟି, ଋଣ ପାଇଁ ସୁଧ ୭୨୪୦ କୋଟି, ଋଣ ରିପେମେଣ୍ଟ ୧୮୭୮୬ କୋଟି, ପ୍ରଶାସନିକ ଋଣ ବଣ୍ଟନ ୧୭୭୦ କୋଟି ବ୍ୟୟ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri